ଆଦି ପୁସ୍ତକ 21:30 - ପବିତ୍ର ବାଇବଲ30 ଅବ୍ରହାମ ଉତ୍ତର ଦେଲେ, “ମୁଁ ଯେ ଏହି କୂପ ଖୋଳିଅଛି ତହିଁର ପ୍ରମାଣ ନିମନ୍ତେ ମୋ'ଠାରୁ ଏହି ସାତୋଟା ମେଷ ବତ୍ସା ନେବାକୁ ହେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)30 ଅବ୍ରହାମ କହିଲେ, ମୁଁ ଯେ ଏହି କୂପ ଖୋଳିଅଛି, ତହିଁର ପ୍ରମାଣ ନିମନ୍ତେ ମୋʼଠାରୁ ଏହି ସାତଗୋଟା ମେଷବତ୍ସା ନେବାକୁ ହେବ। Viz kapitolaଓଡିଆ ବାଇବେଲ30 ଅବ୍ରହାମ କହିଲେ, “ମୁଁ ଯେ ଏହି କୂପ ଖୋଳିଅଛି, ତହିଁର ପ୍ରମାଣ ନିମନ୍ତେ ମୋ’ଠାରୁ ଏହି ସାତଗୋଟି ମେଷବତ୍ସା ନେବାକୁ ହେବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଅବ୍ରହାମ କହିଲେ, “ମୁଁ ଯେ ଏହି କୂପ ଖୋଳିଅଛି, ତହିଁର ପ୍ରମାଣ ନିମନ୍ତେ ମୋʼ ଠାରୁ ଏହି ସାତଗୋଟି ମେଷବତ୍ସା ନେବାକୁ ହେବ।” Viz kapitola |