ଆଦି ପୁସ୍ତକ 21:32 - ପବିତ୍ର ବାଇବଲ32 ତେଣୁ ଅବ୍ରହାମ ଏବଂ ଅବିମେଲକ ବେର୍ଶେବାଠାରେ ଏକ ଚୁକ୍ତି କଲେ। ଏହା ପରେ ଅବିମେଲକ ଏବଂ ତାଙ୍କର ସେନାପତି ପଲେଷ୍ଟୀୟମାନଙ୍କ ଦେଶକୁ ଫେରିଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)32 ଏହିରୂପେ ସେମାନେ ବେର୍ଶେବା ନିକଟରେ ନିୟମ ସ୍ଥିର କରନ୍ତେ, ଅବିମେଲକ ଓ ଫୀଖୋଲ ନାମକ ତାଙ୍କର ସେନାପତି ଉଠି ପଲେଷ୍ଟୀୟମାନଙ୍କ ଦେଶକୁ ଫେରିଗଲେ। Viz kapitolaଓଡିଆ ବାଇବେଲ32 ଏହିରୂପେ ସେମାନେ ବେର୍ଶେବା ନିକଟରେ ନିୟମ ସ୍ଥିର କରନ୍ତେ, ଅବିମେଲକ ଓ ଫୀଖୋଲ ନାମକ ତାଙ୍କର ସେନାପତି ଉଠି ପଲେଷ୍ଟୀୟମାନଙ୍କ ଦେଶକୁ ଫେରିଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଏହିରୂପେ ସେମାନେ ବେର୍ଶେବା ନିକଟରେ ନିୟମ ସ୍ଥିର କରନ୍ତେ, ଅବିମେଲକ ଓ ଫୀଖୋଲ ନାମକ ତାଙ୍କର ସେନାପତି ଉଠି ପଲେଷ୍ଟୀୟମାନଙ୍କ ଦେଶକୁ ଫେରିଗଲେ। Viz kapitola |