ଆଦି ପୁସ୍ତକ 21:4 - ପବିତ୍ର ବାଇବଲ4 ଅବ୍ରହାମ ପରମେଶ୍ୱରଙ୍କ ନିର୍ଦ୍ଦେଶ ଅନୁସାରେ ଇସ୍ହାକକୁ ଠିକ୍ ଆଠଦିନ ପରେ ସୁନ୍ନତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ପୁଣି ଅବ୍ରହାମ ପରମେଶ୍ଵରଙ୍କ ଆଜ୍ଞାନୁସାରେ ଆପଣା ପୁତ୍ର ଇସ୍ହାକକୁ ଆଠ ଦିନ ବୟସରେ ସୁନ୍ନତ କଲେ। Viz kapitolaଓଡିଆ ବାଇବେଲ4 ପୁଣି, ଅବ୍ରହାମ ପରମେଶ୍ୱରଙ୍କ ଆଜ୍ଞାନୁସାରେ ଆପଣା ପୁତ୍ର ଇସ୍ହାକକୁ ଅଷ୍ଟମ ଦିନରେ ସୁନ୍ନତ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ଅବ୍ରହାମ ପରମେଶ୍ୱରଙ୍କ ଆଜ୍ଞାନୁସାରେ ଆପଣା ପୁତ୍ର ଇସ୍ହାକକୁ ଅଷ୍ଟମ ଦିନରେ ସୁନ୍ନତ କଲେ। Viz kapitola |