ଆଦି ପୁସ୍ତକ 22:1 - ପବିତ୍ର ବାଇବଲ1 ଏହିସବୁ ଘଟଣା ଘଟିବାପରେ, ପରମେଶ୍ୱର ଅବ୍ରହାମଙ୍କ ବିଶ୍ୱାସକୁ ପରୀକ୍ଷା କରିବାକୁ ନିଷ୍ପତ୍ତି ନେଲେ। ପରମେଶ୍ୱର ତାଙ୍କୁ କହିଲେ, “ଅବ୍ରହାମ!” ଏବଂ ଅବ୍ରହାମ କହିଲେ, “ହଁ!” Viz kapitolaପବିତ୍ର ବାଇବଲ (Re-edited) - (BSI)1 ଏହି ସମସ୍ତ ଘଟଣା ଉତ୍ତାରେ ପରମେଶ୍ଵର ଅବ୍ରହାମଙ୍କର ପରୀକ୍ଷା ନିମନ୍ତେ କହିଲେ, ହେ ଅବ୍ରହାମ। ତହିଁରେ ସେ ଉତ୍ତର କଲେ, ଦେଖନ୍ତୁ, ମୁଁ ଏଠାରେ ଅଛି। Viz kapitolaଓଡିଆ ବାଇବେଲ1 ଏହି ସମସ୍ତ ଘଟଣା ଉତ୍ତାରେ ପରମେଶ୍ୱର ଅବ୍ରହାମଙ୍କର ପରୀକ୍ଷା ନିମନ୍ତେ କହିଲେ, “ହେ ଅବ୍ରହାମ। ତହିଁରେ ସେ ଉତ୍ତର କଲେ, ଦେଖନ୍ତୁ, ମୁଁ ଏଠାରେ ଅଛି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏହି ସମସ୍ତ ଘଟଣା ଉତ୍ତାରେ ପରମେଶ୍ୱର ଅବ୍ରହାମଙ୍କର ପରୀକ୍ଷା ନିମନ୍ତେ କହିଲେ, “ହେ ଅବ୍ରହାମ।” ତହିଁରେ ସେ ଉତ୍ତର କଲେ, “ଦେଖନ୍ତୁ, ମୁଁ ଏଠାରେ ଅଛି।” Viz kapitola |