Online Bible

- Reklamy -




ଆଦି ପୁସ୍ତକ 22:14 - ପବିତ୍ର ବାଇବଲ

14 ତେଣୁ ଅବ୍ରହାମ ସେହି ସ୍ଥାନର ନାମ ଦେଲେ, “ଯିହୋବାଃ-ଯିରି” ଏପରିକି ଆଜି ମଧ୍ୟ ଲୋକମାନେ କୁହନ୍ତି, “ପର୍ବତରେ ସଦାପ୍ରଭୁ ପ୍ରଦାନ କରନ୍ତି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ପୁଣି ଅବ୍ରହାମ ସେହି ସ୍ଥାନର ନାମ ଯିହୋବା-ଯିରି (ସଦାପ୍ରଭୁ ଯୋଗାଇବେ) ରଖିଲେ। ଏଣୁକରି ଆଜିଯାଏ ଲୋକେ କହନ୍ତି, ପର୍ବତରେ ସଦାପ୍ରଭୁ ଯୋଗାଇବେ।

Viz kapitola kopírovat

ଓଡିଆ ବାଇବେଲ

14 ପୁଣି, ଅବ୍ରହାମ ସେହି ସ୍ଥାନର ନାମ ଯିହୋବା-ଯିରି ରଖିଲେ। ଏଥିପାଇଁ ଆଜି ପର୍ଯ୍ୟନ୍ତ ଲୋକେ କହନ୍ତି, ପର୍ବତରେ ସଦାପ୍ରଭୁ ଯୋଗାଇବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ପୁଣି, ଅବ୍ରହାମ ସେହି ସ୍ଥାନର ନାମ “ଯିହୋବାଃ-ଯିରି” ରଖିଲେ। ଏଥିପାଇଁ ଆଜି ପର୍ଯ୍ୟନ୍ତ ଲୋକେ କହନ୍ତି, “ପର୍ବତରେ ସଦାପ୍ରଭୁ ଯୋଗାଇବେ।”

Viz kapitola kopírovat




ଆଦି ପୁସ୍ତକ 22:14

Následuj nás:

Reklamy


Reklamy