ଆଦି ପୁସ୍ତକ 22:18 - ପବିତ୍ର ବାଇବଲ18 ପୃଥିବୀର ସମସ୍ତ ଜାତି ତୁମ୍ଭର ବଂଶଧରମାନଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ। ମୁଁ ଏପରି କରିବି କାରଣ ତୁମ୍ଭେ ମୋର ବାକ୍ୟ ମାନିଅଛ।” Viz kapitolaପବିତ୍ର ବାଇବଲ (Re-edited) - (BSI)18 ପୁଣି ପୃଥିବୀସ୍ଥ ସମସ୍ତ ଜାତି ତୁମ୍ଭର ବଂଶ ଦ୍ଵାରା ଆଶୀର୍ବାଦ ପ୍ରାପ୍ତ ହେବେ; ଯେହେତୁ ତୁମ୍ଭେ ଆମ୍ଭର ବାକ୍ୟ ପାଳନ କରିଅଛ। Viz kapitolaଓଡିଆ ବାଇବେଲ18 ପୁଣି, ପୃଥିବୀସ୍ଥ ସମସ୍ତ ଜାତି ତୁମ୍ଭର ବଂଶ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ଯେହେତୁ ତୁମ୍ଭେ ଆମ୍ଭର ବାକ୍ୟ ପାଳନ କରିଅଛ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି, ପୃଥିବୀସ୍ଥ ସମସ୍ତ ଜାତି ତୁମ୍ଭର ବଂଶ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ଯେହେତୁ ତୁମ୍ଭେ ଆମ୍ଭର ବାକ୍ୟ ପାଳନ କରିଅଛ।” Viz kapitola |