ଆଦି ପୁସ୍ତକ 22:20 - ପବିତ୍ର ବାଇବଲ20 ଏହିସବୁ ଘଟଣା ଘଟିଯିବା ପରେ, ଅବ୍ରହାମଙ୍କୁ ଏକ ବାର୍ତ୍ତା ପଠାଗଲା। ବାର୍ତ୍ତାଟି ଏହିପରି ଥିଲା, “ତୁମ୍ଭର ଭାଇ ନାହୋର ଏବଂ ତା'ର ସ୍ତ୍ରୀ ମିଲ୍କା ସନ୍ତାନ ପ୍ରସବ କରିଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)20 ସେହି ଘଟଣା ଉତ୍ତାରେ ଅବ୍ରହାମଙ୍କୁ ଏହି ସମ୍ଵାଦ ଦିଆଗଲା, ଶୁଣ, ମିଲ୍କା ମଧ୍ୟ ତୁମ୍ଭ ଭ୍ରାତା ନାହୋର ନିମନ୍ତେ ସନ୍ତାନସନ୍ତତି ପ୍ରସବ କରିଅଛି। Viz kapitolaଓଡିଆ ବାଇବେଲ20 ସେହି ଘଟଣା ଉତ୍ତାରେ ଅବ୍ରହାମଙ୍କୁ ଏହି ସମ୍ବାଦ ଦିଆଗଲା, “ଶୁଣ, ମିଲ୍କା ମଧ୍ୟ ତୁମ୍ଭ ଭ୍ରାତା ନାହୋର ନିମନ୍ତେ ସନ୍ତାନସନ୍ତତି ପ୍ରସବ କରିଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ସେହି ଘଟଣା ଉତ୍ତାରେ ଅବ୍ରହାମଙ୍କୁ ଏହି ସମ୍ବାଦ ଦିଆଗଲା, “ଶୁଣ, ମିଲ୍କା ମଧ୍ୟ ତୁମ୍ଭ ଭ୍ରାତା ନାହୋର ନିମନ୍ତେ ସନ୍ତାନସନ୍ତତି ପ୍ରସବ କରିଅଛି।” Viz kapitola |