ଆଦି ପୁସ୍ତକ 22:8 - ପବିତ୍ର ବାଇବଲ8 ଅବ୍ରହାମ ଉତ୍ତର ଦେଲେ, “ହେ ମୋର ପୁତ୍ର, ପରମେଶ୍ୱର ନିଜେ ଉତ୍ସର୍ଗ ପାଇଁ ସେହି ମେଷ ଯୋଗାଇବେ।” ତେଣୁ ଇସ୍ହାକ ଓ ଅବ୍ରହାମ ଏକତ୍ର ସେଇ ସ୍ଥାନକୁ ଗ୍ଭଲିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ତହିଁରେ ଅବ୍ରହାମ କହିଲେ, ପୁତ୍ର, ପରମେଶ୍ଵର ଆପେ ହୋମ ପାଇଁ ମେଣ୍ଢାଛୁଆ ଯୋଗାଇବେ। ତହୁଁ ଦୁହେଁ ଏକତ୍ର ଚାଲିଗଲେ। Viz kapitolaଓଡିଆ ବାଇବେଲ8 ତହିଁରେ ଅବ୍ରହାମ କହିଲେ, “ପୁତ୍ର, ପରମେଶ୍ୱର ଆପେ ହୋମ ପାଇଁ ମେଣ୍ଢାଛୁଆ ଯୋଗାଇବେ।” ତହୁଁ ଦୁହେଁ ଏକତ୍ର ଚାଲିଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତହିଁରେ ଅବ୍ରହାମ କହିଲେ, “ପୁତ୍ର, ପରମେଶ୍ୱର ଆପେ ହୋମ ପାଇଁ ମେଣ୍ଢାଛୁଆ ଯୋଗାଇବେ।” ତହୁଁ ଦୁହେଁ ଏକତ୍ର ଚାଲିଗଲେ। Viz kapitola |