ଆଦି ପୁସ୍ତକ 23:10 - ପବିତ୍ର ବାଇବଲ10 ସେହି ସମୟରେ ଇଫ୍ରୋଣ ସେହି ଲୋକମାନଙ୍କ ମଧ୍ୟରେ ବସିଥିଲା। ତେଣୁ ହେତର ଇଫ୍ରୋଣ ଆପଣା ନଗର ବହିଃଦ୍ୱାର ପ୍ରବେଶକାରୀ ହେତର ସନ୍ତାନ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କୁ ଉତ୍ତର ଦେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)10 ସେତେବେଳେ ଇଫ୍ରୋଣ ହେତର ସନ୍ତାନମାନଙ୍କ ମଧ୍ୟରେ ବସିଥିଲା; ତେଣୁ ହେତୀୟ ଇଫ୍ରୋଣ ଆପଣା ନଗର-ଦ୍ଵାରରେ ପ୍ରବେଶକାରୀ ହେତର ସନ୍ତାନ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କୁ ଉତ୍ତର ଦେଲା, Viz kapitolaଓଡିଆ ବାଇବେଲ10 ସେତେବେଳେ ଇଫ୍ରୋଣ ହେତ୍ର ସନ୍ତାନମାନଙ୍କ ମଧ୍ୟରେ ବସିଥିଲା; ତେଣୁ, ହିତ୍ତୀୟ ଇଫ୍ରୋଣ ଆପଣା ନଗର-ଦ୍ୱାରରେ ପ୍ରବେଶକାରୀ ହେତ୍ର ସନ୍ତାନ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କୁ ଉତ୍ତର ଦେଲା, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସେତେବେଳେ ଇଫ୍ରୋଣ ହେତ୍ର ସନ୍ତାନମାନଙ୍କ ମଧ୍ୟରେ ବସିଥିଲା; ତେଣୁ, ହିତ୍ତୀୟ ଇଫ୍ରୋଣ ଆପଣା ନଗର-ଦ୍ୱାରରେ ପ୍ରବେଶକାରୀ ହେତ୍ର ସନ୍ତାନ ସମସ୍ତଙ୍କ ସାକ୍ଷାତରେ ଅବ୍ରହାମଙ୍କୁ ଉତ୍ତର ଦେଲା, Viz kapitola |