ଆଦି ପୁସ୍ତକ 23:13 - ପବିତ୍ର ବାଇବଲ13 ଅବ୍ରହାମ ଇଫ୍ରୋଣକୁ ସମସ୍ତଙ୍କ ଆଗରେ କହିଲେ, “କିନ୍ତୁ ମୁଁ ତୁମ୍ଭକୁ ସେହି ସ୍ଥାନର ସମସ୍ତ ପଇସା ଦେବାକୁ ଗ୍ଭହୁଁଅଛି। ମୋର ଅର୍ଥକୁ ଗ୍ରହଣ କର। ଏବଂ ମୁଁ ମୋର ସ୍ତ୍ରୀର ମୃତ ଦେହକୁ କବର ଦେବି।” Viz kapitolaପବିତ୍ର ବାଇବଲ (Re-edited) - (BSI)13 ପୁଣି ସେହି ଦେଶୀୟ ଲୋକମାନଙ୍କ କର୍ଣ୍ଣଗୋଚରରେ ଇଫ୍ରୋଣକୁ କହିଲେ, ଆପଣ ଯେବେ ମୋତେ ତାହା ଦେବେ, ତେବେ ନିବେଦନ କରୁଅଛି, ମୋʼ କଥା ଶୁଣନ୍ତୁ; ମୁଁ ସେହି କ୍ଷେତ୍ରର ମୂଲ୍ୟ ଦେଉଅଛି, ଆପଣ ତାହା ଗ୍ରହଣ କରନ୍ତୁ; ତହିଁ ଉତ୍ତାରେ ମୁଁ ସେହି ସ୍ଥାନରେ ମୋର ମୃତକୁ କବର ଦେବି। Viz kapitolaଓଡିଆ ବାଇବେଲ13 ପୁଣି, ସେହି ଦେଶୀୟ ଲୋକମାନଙ୍କ କର୍ଣ୍ଣଗୋଚରରେ ଇଫ୍ରୋଣକୁ କହିଲେ, “ଆପଣ ଯଦି ମୋତେ ତାହା ଦେବେ, ତେବେ ନିବେଦନ କରୁଅଛି, ମୋ’ କଥା ଶୁଣନ୍ତୁ; ମୁଁ ସେହି କ୍ଷେତ୍ରର ମୂଲ୍ୟ ଦେଉଅଛି, ଆପଣ ତାହା ଗ୍ରହଣ କରନ୍ତୁ; ତହିଁ ଉତ୍ତାରେ ମୁଁ ସେହି ସ୍ଥାନରେ ମୋର ଭାର୍ଯ୍ୟାର ମୃତ ଦେହକୁ କବର ଦେବି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁଣି, ସେହି ଦେଶୀୟ ଲୋକମାନଙ୍କ କର୍ଣ୍ଣଗୋଚରରେ ଇଫ୍ରୋଣକୁ କହିଲେ, “ଆପଣ ଯଦି ମୋତେ ତାହା ଦେବେ, ତେବେ ନିବେଦନ କରୁଅଛି, ମୋʼ କଥା ଶୁଣନ୍ତୁ; ମୁଁ ସେହି କ୍ଷେତ୍ରର ମୂଲ୍ୟ ଦେଉଅଛି, ଆପଣ ତାହା ଗ୍ରହଣ କରନ୍ତୁ; ତହିଁ ଉତ୍ତାରେ ମୁଁ ସେହି ସ୍ଥାନରେ ମୋର ଭାର୍ଯ୍ୟାର ମୃତ ଦେହକୁ କବର ଦେବି।” Viz kapitola |