ଆଦି ପୁସ୍ତକ 23:17 - ପବିତ୍ର ବାଇବଲ17-18 ଏଣୁ ଇଫ୍ରୋଣ ସେହି ଭୂମିର ମାଲିକାନା ବଦଳାଇଲେ। ମମ୍ରି ପାଖରେ ଯେଉଁ ଜମି ମକ୍ପେଲାରେ ଥିବା ଗୁହା ପାର୍ଶ୍ୱ ଏବଂ ଚତୁର୍ପାର୍ଶ୍ୱରେ ଥିବା ବୃକ୍ଷଗୁଡ଼ିକ ଅବ୍ରହାମଙ୍କୁ ବିକାଗଲା। ଏହି ଚୁକ୍ତି ନଗର ଫାଟକରେ ହେତର ଲୋକମାନଙ୍କ ଆଗରେ କରାଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଏହେତୁ ମମ୍ରିର ପୂର୍ବବର୍ତ୍ତୀ ମକ୍ପେଲାରେ ଇଫ୍ରୋଣର ଯେଉଁ କ୍ଷେତ୍ର ଥିଲା, ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହା ଓ ତହିଁର ଚତୁଃସୀମାନ୍ତର୍ଗତ ବୃକ୍ଷସମୂହ, Viz kapitolaଓଡିଆ ବାଇବେଲ17 ଏହେତୁ ମମ୍ରିର ପୂର୍ବବର୍ତ୍ତୀ ମକ୍ପେଲାରେ ଇଫ୍ରୋଣର ଯେଉଁ କ୍ଷେତ୍ର ଥିଲା, ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହା ଓ ତହିଁର ଚତୁଃସୀମାନ୍ତର୍ଗତ ବୃକ୍ଷସମୂହ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏହେତୁ ମମ୍ରିର ପୂର୍ବବର୍ତ୍ତୀ ମକ୍ପେଲାରେ ଇଫ୍ରୋଣର ଯେଉଁ କ୍ଷେତ୍ର ଥିଲା, ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହା ଓ ତହିଁର ଚତୁଃସୀମାନ୍ତର୍ଗତ ବୃକ୍ଷସମୂହ, Viz kapitola |