ଆଦି ପୁସ୍ତକ 23:2 - ପବିତ୍ର ବାଇବଲ2 ସାରା କିଣାନ ଦେଶସ୍ଥ କିରିୟଥ-ଅର୍ବର ହିବ୍ରୋଣରେ ମଲେ। ଅବ୍ରହାମ ଏଥିପାଇଁ ମନ ଦୁଃଖ କଲେ ଓ କ୍ରନ୍ଦନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ଅନନ୍ତର ସାରା କିଣାନ ଦେଶସ୍ଥ କିରୀୟଥ୍-ଅର୍ବରେ, ଅର୍ଥାତ୍, ହିବ୍ରୋଣରେ ମଲା। ଏଣୁ ଅବ୍ରହାମ ସାରା ନିମନ୍ତେ ଶୋକ ଓ କ୍ରନ୍ଦନ କରିବାକୁ ଭିତରକୁ ଗଲେ। Viz kapitolaଓଡିଆ ବାଇବେଲ2 ଏଥିଉତ୍ତାରେ ସାରା କିଣାନ ଦେଶସ୍ଥ କିରୀୟଥ୍-ଅର୍ବରେ, ଅର୍ଥାତ୍, ହିବ୍ରୋଣରେ ମଲା। ଏଣୁ ଅବ୍ରହାମ ସାରା ନିମନ୍ତେ ଶୋକ ଓ କ୍ରନ୍ଦନ କରିବାକୁ ଭିତରକୁ ଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଏଥିଉତ୍ତାରେ ସାରା କିଣାନ ଦେଶସ୍ଥ କିରୀୟଥ୍-ଅର୍ବରେ, ଅର୍ଥାତ୍, ହିବ୍ରୋଣରେ ମଲା। ଏଣୁ ଅବ୍ରହାମ ସାରା ନିମନ୍ତେ ଶୋକ ଓ କ୍ରନ୍ଦନ କରିବାକୁ ଭିତରକୁ ଗଲେ। Viz kapitola |