Online Bible

- Reklamy -




ଆଦି ପୁସ୍ତକ 23:20 - ପବିତ୍ର ବାଇବଲ

20 ଏହି ପ୍ରକାରେ ଅବ୍ରହାମ ହେତରମାନଙ୍କଠାରୁ କ୍ଷେତ ଏବଂ ସେଥିରେ ଥିବା ଗୁମ୍ଫା କିଣିଲେ। ସେ ଏହାକୁ କବର ସ୍ଥାନ ରୂପେ ବ୍ୟବହାର କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ଏହିରୂପେ କବର ସ୍ଥାନର ଅଧିକାର ନିମନ୍ତେ ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହାରେ ଅବ୍ରହାମଙ୍କର ଅଧିକାର ହେତର ସନ୍ତାନମାନଙ୍କ ଦ୍ଵାରା ସ୍ଥିରୀକୃତ ହେଲା।

Viz kapitola kopírovat

ଓଡିଆ ବାଇବେଲ

20 ଏହିରୂପେ କବର ସ୍ଥାନର ଅଧିକାର ନିମନ୍ତେ ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହାରେ ଅବ୍ରହାମଙ୍କର ଅଧିକାର ହେତ୍‌ର ସନ୍ତାନମାନଙ୍କ ଦ୍ୱାରା ସ୍ଥିରୀକୃତ ହେଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଏହିରୂପେ କବର ସ୍ଥାନର ଅଧିକାର ନିମନ୍ତେ ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହାରେ ଅବ୍ରହାମଙ୍କର ଅଧିକାର ହେତ୍‌ର ସନ୍ତାନମାନଙ୍କ ଦ୍ୱାରା ସ୍ଥିରୀକୃତ ହେଲା।

Viz kapitola kopírovat




ଆଦି ପୁସ୍ତକ 23:20

Následuj nás:

Reklamy


Reklamy