ଆଦି ପୁସ୍ତକ 23:8 - ପବିତ୍ର ବାଇବଲ8 ଅବ୍ରହାମ ସେମାନଙ୍କୁ କହିଲେ, “ଯଦି ତୁମ୍ଭେମାନେ ମୋର ସ୍ତ୍ରୀକୁ କବର ଦେବା ପାଇଁ ସାହାଯ୍ୟ କରିବାକୁ ଗ୍ଭହୁଁଥାଅ। ତେବେ ତୁମ୍ଭେମାନେ ସୋହରର ପୁତ୍ର ଇଫ୍ରୋଣ ନିକଟରେ ନିବେଦନ କର। Viz kapitolaପବିତ୍ର ବାଇବଲ (Re-edited) - (BSI)8 ପୁଣି କଥୋପକଥନ କରି କହିଲେ, ମୋʼ ଦୃଷ୍ଟିର ବାହାରେ ମୋʼ ମୃତା ଭାର୍ଯ୍ୟାକୁ କବରରେ ରଖିବାକୁ ଯେବେ ଆପଣମାନଙ୍କର ସମ୍ମତି ହୁଏ, ତେବେ ମୋʼ କଥା ଶୁଣନ୍ତୁ; ଆପଣମାନେ ମୋʼ ନିମନ୍ତେ ସୋହରର ପୁତ୍ର ଇଫ୍ରୋଣ ନିକଟରେ ନିବେଦନ କରନ୍ତୁ। Viz kapitolaଓଡିଆ ବାଇବେଲ8 ପୁଣି, କଥୋପକଥନ କରି କହିଲେ, “ମୋ’ ଦୃଷ୍ଟିର ବାହାରେ ମୋ’ ମୃତା ଭାର୍ଯ୍ୟାକୁ କବରରେ ରଖିବାକୁ ଯଦି ଆପଣମାନଙ୍କର ସମ୍ମତି ହୁଏ, ତେବେ ମୋ’ କଥା ଶୁଣନ୍ତୁ; ଆପଣମାନେ ମୋ’ ନିମନ୍ତେ ସୋହରର ପୁତ୍ର ଇଫ୍ରୋଣ ନିକଟରେ ନିବେଦନ କରନ୍ତୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, କଥୋପକଥନ କରି କହିଲେ, “ମୋʼ ଦୃଷ୍ଟିର ବାହାରେ ମୋʼ ମୃତା ଭାର୍ଯ୍ୟାକୁ କବରରେ ରଖିବାକୁ ଯଦି ଆପଣମାନଙ୍କର ସମ୍ମତି ହୁଏ, ତେବେ ମୋʼ କଥା ଶୁଣନ୍ତୁ; ଆପଣମାନେ ମୋʼ ନିମନ୍ତେ ସୋହରର ପୁତ୍ର ଇଫ୍ରୋଣ ନିକଟରେ ନିବେଦନ କରନ୍ତୁ। Viz kapitola |