ଆଦି ପୁସ୍ତକ 24:16 - ପବିତ୍ର ବାଇବଲ16 ସେ ବହୁତ ସୁନ୍ଦରୀ ଥିଲେ। ସେ ମଧ୍ୟ ଅବିବାହିତା ଥିଲେ। ସେ ଜଣେ କୁମାରୀ। ସେ କୂଅ ନିକଟକୁ ଗଲେ ଓ ତା'ର ପାତ୍ରରେ ପାଣି ଭର୍ତ୍ତି କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ସେହି କନ୍ୟା ପରମ ସୁନ୍ଦରୀ ଓ ଅବିବାହିତା, ଆଉ କୌଣସି ପୁରୁଷର ଉପଭୁକ୍ତା ନ ଥିଲା। ସେ କୂପ ଭିତରକୁ ଯାଇ କଳଶ ପୂର୍ଣ୍ଣ କରି ଉଠି ଆସୁଅଛି, Viz kapitolaଓଡିଆ ବାଇବେଲ16 ସେହି କନ୍ୟା ପରମ ସୁନ୍ଦରୀ ଓ ଅବିବାହିତା, ଆଉ କୌଣସି ପୁରୁଷର ଉପଭୁକ୍ତା ନ ଥିଲା। ସେ କୂପ ଭିତରକୁ ଯାଇ କଳସ ପୂର୍ଣ୍ଣ କରି ଉଠି ଆସୁଅଛି, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସେହି କନ୍ୟା ପରମସୁନ୍ଦରୀ ଓ ଅବିବାହିତା, ଆଉ କୌଣସି ପୁରୁଷର ଉପଭୁକ୍ତା ନ ଥିଲା। ସେ କୂପ ଭିତରକୁ ଯାଇ କଳସ ପୂର୍ଣ୍ଣ କରି ଉଠି ଆସୁଅଛି, Viz kapitola |