ଆଦି ପୁସ୍ତକ 24:19 - ପବିତ୍ର ବାଇବଲ19 ଜଳପାନ କରିବାକୁ ଦେଇ ରିବିକା କହିଲେ, “ମୁଁ ମଧ୍ୟ ତୁମ୍ଭ ଓଟମାନଙ୍କୁ ଜଳପାନ କରାଇବି।” Viz kapitolaପବିତ୍ର ବାଇବଲ (Re-edited) - (BSI)19 ପୁଣି ତାହାକୁ ପାନ କରାଇଲା ଉତ୍ତାରେ କହିଲା, ମଧ୍ୟ ତୁମ୍ଭର ଓଟ ସବୁ ଜଳ ପିଇସାରିବା ଯାଏ ମୁଁ ଜଳ କାଢ଼ିବି। Viz kapitolaଓଡିଆ ବାଇବେଲ19 ପୁଣି, ତାହାକୁ ପାନ କରାଇଲା ଉତ୍ତାରେ କହିଲା, “ମଧ୍ୟ ତୁମ୍ଭର ଓଟ ସବୁ ପାଣି ପିଇ ସାରିବା ଯାଏ ମୁଁ ପାଣି କାଢ଼ିବି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ପୁଣି, ତାହାକୁ ପାନ କରାଇଲା ଉତ୍ତାରେ କହିଲା, “ମଧ୍ୟ ତୁମ୍ଭର ଓଟ ସବୁ ପାଣି ପିଇ ସାରିବା ଯାଏ ମୁଁ ପାଣି କାଢ଼ିବି।” Viz kapitola |