ଆଦି ପୁସ୍ତକ 24:23 - ପବିତ୍ର ବାଇବଲ23 ସେହି ଦାସଜଣକ ପଗ୍ଭରିଲେ, “ତୁମ୍ଭ ବାପାଙ୍କର ନାମ କ’ଣ? ତୁମ୍ଭ ପିତାଙ୍କ ଗୃହରେ ଆମ୍ଭମାନଙ୍କର ରହିବା ପାଇଁ ସ୍ଥାନ ଅଛି କି?” Viz kapitolaପବିତ୍ର ବାଇବଲ (Re-edited) - (BSI)23 ନିବେଦନ କରୁଅଛି, ତୁମ୍ଭେ କାହାର କନ୍ୟା, ମୋତେ କୁହ। ତୁମ୍ଭ ପିତାଙ୍କ ଗୃହରେ ଆମ୍ଭମାନଙ୍କର ରାତ୍ରି କ୍ଷେପଣ କରିବାକୁ କି ସ୍ଥାନ ଅଛି? Viz kapitolaଓଡିଆ ବାଇବେଲ23 “ନିବେଦନ କରୁଅଛି, ତୁମ୍ଭେ କାହାର କନ୍ୟା, ମୋତେ କୁହ। ତୁମ୍ଭ ପିତାଙ୍କ ଗୃହରେ ଆମ୍ଭମାନଙ୍କର ରାତ୍ରି କ୍ଷେପଣ କରିବାକୁ କି ସ୍ଥାନ ଅଛି ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 “ନିବେଦନ କରୁଅଛି, ତୁମ୍ଭେ କାହାର କନ୍ୟା, ମୋତେ କୁହ। ତୁମ୍ଭ ପିତାଙ୍କ ଗୃହରେ ଆମ୍ଭମାନଙ୍କର ରାତ୍ରି କ୍ଷେପଣ କରିବାକୁ କି ସ୍ଥାନ ଅଛି?” Viz kapitola |