ଆଦି ପୁସ୍ତକ 24:27 - ପବିତ୍ର ବାଇବଲ27 ସେହି ଦାସଜଣକ କହିଲେ, “ମୋର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର ଧନ୍ୟ ହୁଅନ୍ତୁ। ଯେହେତୁ ସଦାପ୍ରଭୁ ମୋର କର୍ତ୍ତାଙ୍କ ପ୍ରତି ଅନୁଗ୍ରହ ଓ ସତ୍ୟାଚରଣ କରିବାରୁ ନିବୃତ୍ତ ହୋଇ ନାହାନ୍ତି। ସଦାପ୍ରଭୁ ମୋ’ କର୍ତ୍ତାଙ୍କର ସମ୍ପର୍କୀୟଙ୍କ ଗୃହକୁ କଢ଼ାଇ ନେଲେ।” Viz kapitolaପବିତ୍ର ବାଇବଲ (Re-edited) - (BSI)27 ମୋର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ଵର ଧନ୍ୟ ହେଉନ୍ତୁ, ଯେହେତୁ ସେ ମୋʼ କର୍ତ୍ତା ପ୍ରତି ଅନୁଗ୍ରହ ଓ ସତ୍ୟାଚରଣ କରିବାରୁ ନିବୃତ୍ତ ହୋଇ ନାହାନ୍ତି; ପୁଣି ସଦାପ୍ରଭୁ ମୋତେ ମୋʼ କର୍ତ୍ତାର ଜ୍ଞାତିମାନଙ୍କ ଗୃହ ପଥରେ କଢ଼ାଇ ଆଣିଅଛନ୍ତି। Viz kapitolaଓଡିଆ ବାଇବେଲ27 “ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର ଧନ୍ୟ ହେଉନ୍ତୁ, ଯେହେତୁ ସେ ମୋ’ କର୍ତ୍ତା ପ୍ରତି ଅନୁଗ୍ରହ ଓ ସତ୍ୟାଚରଣ କରିବାରୁ ନିବୃତ୍ତ ହୋଇ ନାହାନ୍ତି; ପୁଣି, ସଦାପ୍ରଭୁ ମୋତେ ମୋ’ କର୍ତ୍ତାର ଜ୍ଞାତିମାନଙ୍କ ଗୃହ ପଥରେ କଢ଼ାଇ ଆଣିଅଛନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 “ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର ଧନ୍ୟ ହେଉନ୍ତୁ, ଯେହେତୁ ସେ ମୋʼ କର୍ତ୍ତା ପ୍ରତି ଅନୁଗ୍ରହ ଓ ସତ୍ୟାଚରଣ କରିବାରୁ ନିବୃତ୍ତ ହୋଇ ନାହାନ୍ତି; ପୁଣି, ସଦାପ୍ରଭୁ ମୋତେ ମୋʼ କର୍ତ୍ତାର ଜ୍ଞାତିମାନଙ୍କ ଗୃହ ପଥରେ କଢ଼ାଇ ଆଣିଅଛନ୍ତି।” Viz kapitola |