ଆଦି ପୁସ୍ତକ 24:29 - ପବିତ୍ର ବାଇବଲ29-30 ରିବିକାର ଏକ ଭାଇ ଥିଲେ। ତାଙ୍କର ନାମ ଲାବନ। ରିବିକା ତାଙ୍କୁ ସବୁକଥା ଜଣାଇଲେ। ଲାବନ ଏହିକଥା ଶୁଣିବା ସମୟରେ ତାହାର ହସ୍ତରେ ଯେତେବେଳେ ବଳା ଦେଖିଲେ। ସେ କୂଅ ପାଖକୁ ଦୌଡ଼ିଗଲେ। ଏବଂ ସେହିଲୋକ ଜଣକ ଓଟମାନଙ୍କୁ ଧରି ସେହି କୂପ ପାଖରେ ଠିଆ ହୋଇଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)29 ଆଉ ରିବିକାର ଏକ ଭ୍ରାତା ଥିଲା, ତାହାର ନାମ ଲାବନ; ସେହି ଲାବନ ସେହି ମନୁଷ୍ୟ ଉଦ୍ଦେଶ୍ୟରେ କୂପ ନିକଟକୁ ଦୌଡ଼ିଗଲା। Viz kapitolaଓଡିଆ ବାଇବେଲ29 ଆଉ ରିବିକାର ଏକ ଭ୍ରାତା ଥିଲା, ତାହାର ନାମ ଲାବନ; ସେହି ଲାବନ ସେହି ମନୁଷ୍ୟ ଉଦ୍ଦେଶ୍ୟରେ କୂପ ନିକଟକୁ ଦୌଡ଼ିଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଆଉ ରିବିକାର ଏକ ଭ୍ରାତା ଥିଲା, ତାହାର ନାମ ଲାବନ; ସେହି ଲାବନ ସେହି ମନୁଷ୍ୟ ଉଦ୍ଦେଶ୍ୟରେ କୂପ ନିକଟକୁ ଦୌଡ଼ିଗଲା। Viz kapitola |