Online Bible

- Reklamy -




ଆଦି ପୁସ୍ତକ 24:36 - ପବିତ୍ର ବାଇବଲ

36 ସାରା ମୋର କର୍ତ୍ତାଙ୍କର ସ୍ତ୍ରୀ, ସେ ବୁଢ଼ି ବୟସରେ ଏକ ପୁତ୍ର ସନ୍ତାନ ଜନ୍ମ ଦେଲେ। ମୋ’ କର୍ତ୍ତାଙ୍କର ସମସ୍ତ ସମ୍ପତ୍ତି ସେ ପ୍ରାପ୍ତ ହେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

36 ପୁଣି ମୋʼ ପ୍ରଭୁଙ୍କ ଭାର୍ଯ୍ୟା ସାରା ବୃଦ୍ଧାବସ୍ଥାରେ ତାଙ୍କ ପାଇଁ ଏକ ପୁତ୍ର ପ୍ରସବ କରିଅଛନ୍ତି ଓ ସେ ତାଙ୍କୁ ଆପଣା ସର୍ବସ୍ଵ ଦେଇଅଛନ୍ତି।

Viz kapitola kopírovat

ଓଡିଆ ବାଇବେଲ

36 ପୁଣି, ମୋ’ ପ୍ରଭୁଙ୍କ ଭାର୍ଯ୍ୟା ସାରା ବୃଦ୍ଧାବସ୍ଥାରେ ତାଙ୍କ ପାଇଁ ଏକ ପୁତ୍ର ପ୍ରସବ କରିଅଛନ୍ତି ଓ ସେ ତାଙ୍କୁ ଆପଣା ସର୍ବସ୍ୱ ଦେଇଅଛନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ପୁଣି, ମୋʼ ପ୍ରଭୁଙ୍କ ଭାର୍ଯ୍ୟା ସାରା ବୃଦ୍ଧାବସ୍ଥାରେ ତାଙ୍କ ପାଇଁ ଏକ ପୁତ୍ର ପ୍ରସବ କରିଅଛନ୍ତି ଓ ସେ ତାଙ୍କୁ ଆପଣା ସର୍ବସ୍ୱ ଦେଇଅଛନ୍ତି।

Viz kapitola kopírovat




ଆଦି ପୁସ୍ତକ 24:36

Následuj nás:

Reklamy


Reklamy