Online Bible

- Reklamy -




ଆଦି ପୁସ୍ତକ 24:37 - ପବିତ୍ର ବାଇବଲ

37 ମୋର କର୍ତ୍ତା ମୋତେ ପ୍ରତିଜ୍ଞା କରାଇ କହିଲେ, ‘ମୋର ପୁତ୍ରଙ୍କୁ କିଣାନୀୟ ସଙ୍ଗେ ବିବାହ ଦେବ ନାହିଁ। ଯେହେତୁ ଆମ୍ଭେ ସେମାନଙ୍କ ଦେଶରେ ବାସ କରୁଅଛୁ।’

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

37 ପୁଣି ମୋହର ପ୍ରଭୁ ମୋତେ ଶପଥ କରାଇ କହିଲେ, ଆମ୍ଭେ ଯେଉଁମାନଙ୍କ ମଧ୍ୟରେ ବାସ କରୁଅଛୁ, ତୁମ୍ଭେ ଆମ୍ଭ ପୁତ୍ରର ବିବାହ ନିମନ୍ତେ ସେହି କିଣାନ ଦେଶୀୟ ଲୋକମାନଙ୍କ ମଧ୍ୟରୁ କୌଣସି କନ୍ୟା ଗ୍ରହଣ କରିବ ନାହିଁ;

Viz kapitola kopírovat

ଓଡିଆ ବାଇବେଲ

37 ପୁଣି, ମୋହର ପ୍ରଭୁ ମୋତେ ଶପଥ କରାଇ କହିଲେ, “ଆମ୍ଭେ ଯେଉଁମାନଙ୍କ ମଧ୍ୟରେ ବାସ କରୁଅଛୁ, ତୁମ୍ଭେ ଆମ୍ଭ ପୁତ୍ରର ବିବାହ ନିମନ୍ତେ ସେହି କିଣାନ ଦେଶୀୟ ଲୋକମାନଙ୍କ ମଧ୍ୟରୁ କୌଣସି କନ୍ୟା ଗ୍ରହଣ କରିବ ନାହିଁ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ପୁଣି, ମୋହର ପ୍ରଭୁ ମୋତେ ଶପଥ କରାଇ କହିଲେ, ‘ଆମ୍ଭେ ଯେଉଁମାନଙ୍କ ମଧ୍ୟରେ ବାସ କରୁଅଛୁ, ତୁମ୍ଭେ ଆମ୍ଭ ପୁତ୍ରର ବିବାହ ନିମନ୍ତେ ସେହି କିଣାନ ଦେଶୀୟ ଲୋକମାନଙ୍କ ମଧ୍ୟରୁ କୌଣସି କନ୍ୟା ଗ୍ରହଣ କରିବ ନାହିଁ;

Viz kapitola kopírovat




ଆଦି ପୁସ୍ତକ 24:37

Následuj nás:

Reklamy


Reklamy