Online Bible

- Reklamy -




ଆଦି ପୁସ୍ତକ 24:45 - ପବିତ୍ର ବାଇବଲ

45 “ମୋର ନୀରବର ପ୍ରାର୍ଥନା ସରିବା ପୂର୍ବରୁ ରିବିକା କାନ୍ଧରେ ଜଳପାତ୍ର ଧରି କୂଅମୂଳକୁ ଆସିଲେ। ସେ ଜଳପାତ୍ର କୂଅ ଭିତରକୁ ପକାଇଲେ ଏବଂ କିଛି ଜଳ କାଢ଼ିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

45 ଏହି କଥା ମୁଁ ମନେ ମନେ କହୁଥଲି, ଏଥି ମଧ୍ୟରେ ରିବିକା ସ୍କନ୍ଧରେ କଳଶ ଘେନି ବାହାରକୁ ଆସିଲା। ପୁଣି ସେ କୂପ ଭିତରକୁ ଯାଇ ଜଳ କାଢ଼ନ୍ତେ ମୁଁ କହିଲି, ବିନୟ କରୁଅଛି, ମୋତେ ଜଳ ପାନ କରାଅ।

Viz kapitola kopírovat

ଓଡିଆ ବାଇବେଲ

45 ଏହି କଥା ମୁଁ ମନେ ମନେ କହୁଥଲି, ଏଥି ମଧ୍ୟରେ ରିବିକା ସ୍କନ୍ଧରେ କଳସ ଘେନି ବାହାରକୁ ଆସିଲା। ପୁଣି, ସେ କୂପ ଭିତରକୁ ଯାଇ ଜଳ କାଢ଼ନ୍ତେ ମୁଁ କହିଲି, “ବିନୟ କରୁଅଛି, ମୋତେ ଜଳ ପାନ କରାଅ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

45 ଏହି କଥା ମୁଁ ମନେ ମନେ କହୁଥିଲି, ଏଥିମଧ୍ୟରେ ରିବିକା ସ୍କନ୍ଧରେ କଳସ ଘେନି ବାହାରକୁ ଆସିଲା। ପୁଣି, ସେ କୂପ ଭିତରକୁ ଯାଇ ଜଳ କାଢ଼ନ୍ତେ ମୁଁ କହିଲି, ‘ବିନୟ କରୁଅଛି, ମୋତେ ଜଳ ପାନ କରାଅ।’

Viz kapitola kopírovat




ଆଦି ପୁସ୍ତକ 24:45

Následuj nás:

Reklamy


Reklamy