ଆଦି ପୁସ୍ତକ 24:48 - ପବିତ୍ର ବାଇବଲ48 ମୁଁ ମୁଣ୍ଡ ନୁଆଁଇ ସଦାପ୍ରଭୁଙ୍କର ଧନ୍ୟବାଦ କଲି। ସେ ମୋର କର୍ତ୍ତାଙ୍କର ପୁତ୍ର ନିମନ୍ତେ ତାଙ୍କ ଭାତୃପୁତ୍ରଙ୍କ କନ୍ୟା ଗ୍ରହଣ କରିବାକୁ ମୋତେ ପ୍ରକୃତ ପଥରେ କଢ଼ାଇ ଆଣିଲେ। ମୋର କର୍ତ୍ତା ଅବ୍ରହାମଙ୍କର ସେହି ସଦାପ୍ରଭୁ ପରମେଶ୍ୱରଙ୍କର ଧନ୍ୟବାଦ କଲି। Viz kapitolaପବିତ୍ର ବାଇବଲ (Re-edited) - (BSI)48 ଆଉ ମୁଁ ମସ୍ତକ ନୁଆଁଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଣାମ କଲି, ପୁଣି ଯେ ମୋʼ କର୍ତ୍ତାଙ୍କ ପୁତ୍ର ନିମନ୍ତେ ତାଙ୍କ ଭ୍ରାତୃକନ୍ୟା ଗ୍ରହଣ କରିବାକୁ ମୋତେ ପ୍ରକୃତ ପଥରେ କଢ଼ାଇ ଆଣିଲେ, ମୋʼ କର୍ତ୍ତା ଅବ୍ରହାମଙ୍କର ସେହି ସଦାପ୍ରଭୁ ପରମେଶ୍ଵରଙ୍କର ଧନ୍ୟବାଦ କଲି। Viz kapitolaଓଡିଆ ବାଇବେଲ48 ଆଉ ମୁଁ ମସ୍ତକ ନୁଆଁଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଣାମ କଲି, ପୁଣି, ଯେ ମୋ’ କର୍ତ୍ତାଙ୍କ ପୁତ୍ର ନିମନ୍ତେ ତାଙ୍କ ଭ୍ରାତୃକନ୍ୟା ଗ୍ରହଣ କରିବାକୁ ମୋତେ ପ୍ରକୃତ ପଥରେ କଢ଼ାଇ ଆଣିଲେ, ମୋ’ କର୍ତ୍ତା ଅବ୍ରହାମଙ୍କର ସେହି ସଦାପ୍ରଭୁ ପରମେଶ୍ୱରଙ୍କର ଧନ୍ୟବାଦ କଲି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT48 ଆଉ ମୁଁ ମସ୍ତକ ନୁଆଁଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଣାମ କଲି, ପୁଣି, ଯେ ମୋʼ କର୍ତ୍ତାଙ୍କ ପୁତ୍ର ନିମନ୍ତେ ତାଙ୍କ ଭ୍ରାତୃକନ୍ୟା ଗ୍ରହଣ କରିବାକୁ ମୋତେ ପ୍ରକୃତ ପଥରେ କଢ଼ାଇ ଆଣିଲେ, ମୋʼ କର୍ତ୍ତା ଅବ୍ରହାମଙ୍କର ସେହି ସଦାପ୍ରଭୁ ପରମେଶ୍ୱରଙ୍କର ଧନ୍ୟବାଦ କଲି। Viz kapitola |