ଆଦି ପୁସ୍ତକ 24:52 - ପବିତ୍ର ବାଇବଲ52 ଯେତେବେଳେ ଅବ୍ରହାମଙ୍କର ଦାସ ଏହା ଶୁଣିଲେ। ସଦାପ୍ରଭୁଙ୍କଠାରେ ମୁଣ୍ଡ ନୁଆଁଇ ପ୍ରଣାମ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)52 ସେତେବେଳେ ଅବ୍ରହାମଙ୍କର ଦାସ ସେମାନଙ୍କଠାରୁ ଏହି କଥା ଶୁଣିବାମାତ୍ରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମିଷ୍ଠ ପ୍ରଣାମ କଲା। Viz kapitolaଓଡିଆ ବାଇବେଲ52 ସେତେବେଳେ ଅବ୍ରହାମଙ୍କର ଦାସ ସେମାନଙ୍କଠାରୁ ଏହି କଥା ଶୁଣିବାମାତ୍ରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମିଷ୍ଠ ପ୍ରଣାମ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT52 ସେତେବେଳେ ଅବ୍ରହାମଙ୍କର ଦାସ ସେମାନଙ୍କଠାରୁ ଏହି କଥା ଶୁଣିବାମାତ୍ରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମିଷ୍ଠ ପ୍ରଣାମ କଲା। Viz kapitola |