ଆଦି ପୁସ୍ତକ 24:60 - ପବିତ୍ର ବାଇବଲ60 ଯେତେବେଳେ ରିବିକା ସେହି ସ୍ଥାନ ଛାଡ଼ିଲେ ସେମାନେ ତାଙ୍କୁ ଆଶୀର୍ବାଦ କରି କହିଲେ, “ଆମ୍ଭର ଭଉଣୀ, ତୁମ୍ଭେ ସହସ୍ର ସହସ୍ର ଲୋକଙ୍କର ମାତା ହୁଅ। ଏବଂ ତୁମ୍ଭର ବଂଶଧରମାନେ ତାଙ୍କର ଶତ୍ରୁମାନଙ୍କୁ ପରାସ୍ତ କରି ତାଙ୍କର ନଗର ଅଧିକାର କରନ୍ତୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)60 ପୁଣି ରିବିକାକୁ ଆଶୀର୍ବାଦ କରି କହିଲେ, ତୁମ୍ଭେ ଆମ୍ଭମାନଙ୍କର ଭଗିନୀ, ସହସ୍ର ସହସ୍ର ଲୋକର ମାତା ହୁଅ; ତୁମ୍ଭର ବଂଶ ଆପଣା ଶତ୍ରୁଗଣର ନଗର ଅଧିକାର କରନ୍ତୁ। Viz kapitolaଓଡିଆ ବାଇବେଲ60 ପୁଣି, ରିବିକାକୁ ଆଶୀର୍ବାଦ କରି କହିଲେ, “ତୁମ୍ଭେ ଆମ୍ଭମାନଙ୍କର ଭଗିନୀ, ସହସ୍ର ସହସ୍ର ଲୋକର ମାତା ହୁଅ; ତୁମ୍ଭର ବଂଶ ଆପଣା ଶତ୍ରୁଗଣର ନଗର ଅଧିକାର କରନ୍ତୁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT60 ପୁଣି, ରିବିକାକୁ ଆଶୀର୍ବାଦ କରି କହିଲେ, “ତୁମ୍ଭେ ଆମ୍ଭମାନଙ୍କର ଭଗିନୀ, ସହସ୍ର ସହସ୍ର ଲୋକର ମାତା ହୁଅ; ତୁମ୍ଭର ବଂଶ ଆପଣା ଶତ୍ରୁଗଣର ନଗର ଅଧିକାର କରନ୍ତୁ।” Viz kapitola |