ଆଦି ପୁସ୍ତକ 24:8 - ପବିତ୍ର ବାଇବଲ8 କିନ୍ତୁ ଯଦି ସେହି ଝିଅ ତୁମ୍ଭ ସହିତ ଆସିବା ପାଇଁ ମନା କରେ, ତେବେ ତୁମ୍ଭେ ତୁମ୍ଭର ପ୍ରତିଜ୍ଞାରୁ ମୁକ୍ତ ହେବ। କିନ୍ତୁ ତୁମ୍ଭେ ମୋର ପୁତ୍ରକୁ ସେହି ସ୍ଥାନକୁ ନିଅ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)8 ଯେବେ ସେହି ଦେଶରୁ କୌଣସି କନ୍ୟା ଆସିବାକୁ ସମ୍ମତା ନୋହିବ, ତେବେ ତୁମ୍ଭେ ମୋହର ଏହି ଶପଥରୁ ମୁକ୍ତ ହେବ; ମାତ୍ର ତୁମ୍ଭେ ମୋʼ ପୁତ୍ରକୁ ସେହି ଦେଶକୁ ନେଇ ଯିବ ନାହିଁ। Viz kapitolaଓଡିଆ ବାଇବେଲ8 ଯଦି ସେହି ଦେଶରୁ କୌଣସି କନ୍ୟା ଆସିବାକୁ ସମ୍ମତ ହେବେ ନାହିଁ, ତେବେ ତୁମ୍ଭେ ମୋହର ଏହି ଶପଥରୁ ମୁକ୍ତ ହେବ; ମାତ୍ର ତୁମ୍ଭେ ମୋ’ ପୁତ୍ରକୁ ସେହି ଦେଶକୁ ନେଇ ଯିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଯଦି ସେହି ଦେଶରୁ କୌଣସି କନ୍ୟା ଆସିବାକୁ ସମ୍ମତ ହେବେ ନାହିଁ, ତେବେ ତୁମ୍ଭେ ମୋହର ଏହି ଶପଥରୁ ମୁକ୍ତ ହେବ; ମାତ୍ର ତୁମ୍ଭେ ମୋʼ ପୁତ୍ରକୁ ସେହି ଦେଶକୁ ନେଇଯିବ ନାହିଁ।” Viz kapitola |