ଆଦି ପୁସ୍ତକ 25:18 - ପବିତ୍ର ବାଇବଲ18 ଏହା ପରେ ତାହାର ବଂଶଧରମାନେ ହବୀଲାରୁ ମିଶରର ପାଖରେ ଶୂରଠୁ ଅଶୂରିୟା ଦିଗରେ ବସତି କଲେ। ସେମାନେ ନିଜ ନିଜ ପାଖରେ ବାସ କଲେ ଏବଂ ଇଶ୍ମାଏଲ ଆପଣାର ବଂଶଧର ଭାଇମାନଙ୍କ ସମ୍ମୁଖରେ ବସତି କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଅନନ୍ତର ତାହାର ସନ୍ତାନମାନେ ହବୀଲା ଓ ମିସରର ପୂର୍ବସ୍ଥିତ ଶୂରଠାରୁ ଅଶୂରୀୟା ଦିଗରେ ବସତି କଲେ। ଏହିରୂପେ ସେ ଆପଣା ସମସ୍ତ ଭ୍ରାତୃଗଣର ସମ୍ମୁଖସ୍ଥ ବସତି ସ୍ଥାନ ପାଇଲା। Viz kapitolaଓଡିଆ ବାଇବେଲ18 ଏଥିଉତ୍ତାରେ ତାହାର ସନ୍ତାନମାନେ ହବୀଲା ଓ ମିସରର ପୂର୍ବସ୍ଥିତ ଶୂରଠାରୁ ଅଶୂରୀୟା ଦିଗରେ ବସତି କଲେ। ଏହିରୂପେ ସେ ଆପଣା ସମସ୍ତ ଭ୍ରାତୃଗଣର ସମ୍ମୁଖସ୍ଥ ବସତି ସ୍ଥାନ ପାଇଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଏଥିଉତ୍ତାରେ ତାହାର ସନ୍ତାନମାନେ ହବୀଲା ଓ ମିସରର ପୂର୍ବସ୍ଥିତ ଶୂରଠାରୁ ଅଶୂରୀୟା ଦିଗରେ ବସତି କଲେ। ଏହିରୂପେ ସେ ଆପଣା ସମସ୍ତ ଭ୍ରାତୃଗଣର ସମ୍ମୁଖସ୍ଥ ବସତି ସ୍ଥାନ ପାଇଲା। Viz kapitola |