ଆଦି ପୁସ୍ତକ 25:20 - ପବିତ୍ର ବାଇବଲ20 ଯେତେବେଳେ ଇସ୍ହାକ ରିବିକାକୁ ବିବାହ କଲେ, ସେତେବେଳେ ତାଙ୍କୁ ଗ୍ଭଳିଶ୍ ବର୍ଷ ହୋଇଥିଲା। ଯିଏ କି ବଥୂୟେଲର କନ୍ୟା, ଅରାମୀୟ ପଦ୍ଦନ୍-ଅରାମୀୟ ଏବଂ ଅରାମୀୟ ଲାବନର ଭଗିନୀ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ସେହି ଇସ୍ହାକ ଚାଳିଶ ବର୍ଷ ବୟସରେ ପଦ୍ଦନ୍-ଅରାମୀୟ ବଥୂୟେଲର କନ୍ୟା, ଅର୍ଥାତ୍, ଅରାମୀୟ ଲାବନର ଭଗିନୀ ରିବିକାକୁବିବାହ କଲେ। Viz kapitolaଓଡିଆ ବାଇବେଲ20 ସେହି ଇସ୍ହାକ ଚାଳିଶ ବର୍ଷ ବୟସରେ ପଦ୍ଦନ୍ ଅରାମୀୟ ବଥୂୟେଲର କନ୍ୟା, ଅର୍ଥାତ୍, ଅରାମୀୟ ଲାବନର ଭଗିନୀ ରିବିକାକୁ ବିବାହ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ସେହି ଇସ୍ହାକ ଚାଳିଶ ବର୍ଷ ବୟସରେ ପଦ୍ଦନ୍ ଅରାମୀୟ ବଥୂୟେଲର କନ୍ୟା, ଅର୍ଥାତ୍, ଅରାମୀୟ ଲାବନର ଭଗିନୀ ରିବିକାକୁ ବିବାହ କଲେ। Viz kapitola |