Online Bible

- Reklamy -




ଆଦି ପୁସ୍ତକ 25:21 - ପବିତ୍ର ବାଇବଲ

21 ଇ‌ସ୍‌ହାକଙ୍କର ସେହି ସ୍ତ୍ରୀ ବନ୍ଧ୍ୟା ହେବାରୁ ସେ ତାହା ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ। ତହିଁରେ ସଦାପ୍ରଭୁ ପ୍ରାର୍ଥନା ଶୁଣନ୍ତେ ତାଙ୍କର ସ୍ତ୍ରୀ ରିବିକା ଗର୍ଭବତୀ ହେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 ଇସ୍‍ହାକଙ୍କର ସେହି ଭାର୍ଯ୍ୟା ବନ୍ଧ୍ୟା ହେବାରୁ ସେ ତାହା ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ; ତହିଁରେ ସଦାପ୍ରଭୁ ତାଙ୍କର ପ୍ରାର୍ଥନା ଶୁଣନ୍ତେ, ତାହାର ଭାର୍ଯ୍ୟା ରିବିକା ଗର୍ଭବତୀ ହେଲା।

Viz kapitola kopírovat

ଓଡିଆ ବାଇବେଲ

21 ଇସ୍‍ହାକଙ୍କର ସେହି ଭାର୍ଯ୍ୟା ବନ୍ଧ୍ୟା ହେବାରୁ ସେ ତାହା ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ; ତହିଁରେ ସଦାପ୍ରଭୁ ତାଙ୍କର ପ୍ରାର୍ଥନା ଶୁଣନ୍ତେ, ତାହାର ଭାର୍ଯ୍ୟା ରିବିକା ଗର୍ଭବତୀ ହେଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଇସ୍‌ହାକଙ୍କର ସେହି ଭାର୍ଯ୍ୟା ବନ୍ଧ୍ୟା ହେବାରୁ ସେ ତାହା ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ; ତହିଁରେ ସଦାପ୍ରଭୁ ତାଙ୍କର ପ୍ରାର୍ଥନା ଶୁଣନ୍ତେ, ତାହାର ଭାର୍ଯ୍ୟା ରିବିକା ଗର୍ଭବତୀ ହେଲା।

Viz kapitola kopírovat




ଆଦି ପୁସ୍ତକ 25:21

Následuj nás:

Reklamy


Reklamy