ଆଦି ପୁସ୍ତକ 25:23 - ପବିତ୍ର ବାଇବଲ23 ସଦାପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭ ଗର୍ଭରେ ଦୁଇ ଗୋଷ୍ଠୀ ଅଛନ୍ତି ଓ ଦୁଇ ଗୋତ୍ର ତୁମ୍ଭ ଉଦରରୁ ବିଭିନ୍ନ ହେବେ। ଏକ ଗୋତ୍ର ଅନ୍ୟ ଗୋତ୍ରଠାରୁ ବଳବାନ ହେବ। ପୁଣି ଜ୍ୟେଷ୍ଠ କନିଷ୍ଠର ସେବା କରିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)23 ତହିଁରେ ସଦାପ୍ରଭୁ ତାହାକୁ କହିଲେ, ତୁମ୍ଭ ଗର୍ଭରେ ଦୁଇ ଗୋଷ୍ଠୀ ଅଛନ୍ତି ଓ ଦୁଇ ଗୋତ୍ର ତୁମ୍ଭ ଉଦରରୁ ବିଭିନ୍ନ ହେବେ; ଏକ ଗୋତ୍ର ଅନ୍ୟ ଗୋତ୍ରଠାରୁ ବଳବାନ ହେବ, ପୁଣି ଜ୍ୟେଷ୍ଠ କନିଷ୍ଠର ସେବା କରିବ। Viz kapitolaଓଡିଆ ବାଇବେଲ23 ତହିଁରେ ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭ ଗର୍ଭରେ ଦୁଇ ଗୋଷ୍ଠୀ ଅଛନ୍ତି ଓ ଦୁଇ ଗୋତ୍ର ତୁମ୍ଭ ଉଦରରୁ ବିଭିନ୍ନ ହେବେ; ଏକ ଗୋତ୍ର ଅନ୍ୟ ଗୋତ୍ରଠାରୁ ବଳବାନ ହେବ, ପୁଣି, ଜ୍ୟେଷ୍ଠ କନିଷ୍ଠର ସେବା କରିବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତହିଁରେ ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭ ଗର୍ଭରେ ଦୁଇ ଗୋଷ୍ଠୀ ଅଛନ୍ତି ଓ ଦୁଇ ଗୋତ୍ର ତୁମ୍ଭ ଉଦରରୁ ବିଭିନ୍ନ ହେବେ; ଏକ ଗୋତ୍ର ଅନ୍ୟ ଗୋତ୍ରଠାରୁ ବଳବାନ ହେବ, ପୁଣି, ଜ୍ୟେଷ୍ଠ କନିଷ୍ଠର ସେବା କରିବ।” Viz kapitola |