Online Bible

- Reklamy -




ଆଦି ପୁସ୍ତକ 25:26 - ପବିତ୍ର ବାଇବଲ

26 ତା'ପରେ, ତାହାର ଭ୍ରାତା ଏଷୌର ଗୋଇଠି ଧରି ଜନ୍ମ ହେଲା। ଏଣୁକରି ତାହାର ନାମ ଯାକୁବ ଦିଆଗଲା। ଇ‌ସ୍‌ହାକଙ୍କର ଷାଠିଏ ବର୍ଷ ବୟସରେ ଏହି ଯାଆଁଳା ପୁତ୍ର ଜନ୍ମ ହେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

26 ତହିଁ ଉତ୍ତାରେ ଏଷୌର ପାଦମୂଳ ଧରି ତାହାର ଭ୍ରାତା ଭୂମିଷ୍ଠ ହେଲା; ଏଣୁକରି ତାହାର ନାମ ଯାକୁବ (ପଦାପହାରକ) ଦିଆଗଲା। ଇସ୍‍ହାକଙ୍କର ଷାଠିଏ ବର୍ଷ ବୟସରେ ଏହି ଯାଆଁଳା ପୁତ୍ର ଜାତ ହେଲେ।

Viz kapitola kopírovat

ଓଡିଆ ବାଇବେଲ

26 ତହିଁ ଉତ୍ତାରେ ଏଷୌର ପାଦମୂଳ ଧରି ତାହାର ଭ୍ରାତା ଭୂମିଷ୍ଠ ହେଲା; ଏଥିପାଇଁ ତାହାର ନାମ ଯାକୁବ ଦିଆଗଲା। ଇସ୍‍ହାକଙ୍କର ଷାଠିଏ ବର୍ଷ ବୟସରେ ଏହି ଯାଆଁଳା ପୁତ୍ର ଜାତ ହେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ତହିଁ ଉତ୍ତାରେ ଏଷୌର ପାଦମୂଳ ଧରି ତାହାର ଭ୍ରାତା ଭୂମିଷ୍ଠ ହେଲା; ଏଥିପାଇଁ ତାହାର ନାମ ଯାକୁବ ଦିଆଗଲା। ଇସ୍‌ହାକଙ୍କର ଷାଠିଏ ବର୍ଷ ବୟସରେ ଏହି ଯାଆଁଳା ପୁତ୍ର ଜାତ ହେଲେ।

Viz kapitola kopírovat




ଆଦି ପୁସ୍ତକ 25:26

Následuj nás:

Reklamy


Reklamy