Online Bible

- Reklamy -




ଆଦି ପୁସ୍ତକ 25:27 - ପବିତ୍ର ବାଇବଲ

27 ଏହା ପରେ ବାଳକମାନେ ବଢ଼ିଲେ ଏବଂ ଏଷୌ ମୃଗୟାରେ ଜଣେ ନିପୁଣ ଓ ବନବିହାରୀ ହେଲା। ଯାକୁବ ଜଣେ ମୃଦୁ ମନୁଷ୍ୟ ତମ୍ବୁରେ ବାସ କଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ଅନନ୍ତର ବାଳକମାନେ ବଢ଼ିଲା ଉତ୍ତାରେ ଏଷୌ ମୃଗୟାନିପୁଣ ଓ ବନବିହାରୀ ହେଲା; ପୁଣି ଯାକୁବ ମୃଦୁମନୁଷ୍ୟ ଓ ତମ୍ଵୁବାସୀ ହେଲା।

Viz kapitola kopírovat

ଓଡିଆ ବାଇବେଲ

27 ଏଥିଉତ୍ତାରେ ବାଳକମାନେ ବଢ଼ିଲା ଉତ୍ତାରେ ଏଷୌ ମୃଗୟାନିପୁଣ ଓ ବନବିହାରୀ ହେଲା; ପୁଣି, ଯାକୁବ ମୃଦୁମନୁଷ୍ୟ ଓ ତମ୍ବୁବାସୀ ହେଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଏଥିଉତ୍ତାରେ ବାଳକମାନେ ବଢ଼ିଲା ଉତ୍ତାରେ ଏଷୌ ମୃଗୟାନିପୁଣ ଓ ବନବିହାରୀ ହେଲା; ପୁଣି, ଯାକୁବ ମୃଦୁ ମନୁଷ୍ୟ ଓ ତମ୍ବୁବାସୀ ହେଲା।

Viz kapitola kopírovat




ଆଦି ପୁସ୍ତକ 25:27

Následuj nás:

Reklamy


Reklamy