ଆଦି ପୁସ୍ତକ 25:30 - ପବିତ୍ର ବାଇବଲ30 ତହୁଁ ସେ ଯାକୁବକୁ କହିଲେ, “ମୁଁ ବହୁତ ଥକି ଯାଇଛି ମୋତେ ଦୟାକରି ସେହି ଲାଲ ପଦାର୍ଥରୁ କିଛି ଦିଅ। ଏହି ନିମନ୍ତେ ତା'ର ନାମ ଇଦୋମ ନାମରେ ଖ୍ୟାତ ହେଲା।” Viz kapitolaପବିତ୍ର ବାଇବଲ (Re-edited) - (BSI)30 ତହୁଁ ସେ ଯାକୁବକୁ କହିଲା, ମୁଁ କ୍ଳା; ହୋଇଅଛି, ବିନୟ କରେ, ସେହି ରଙ୍ଗା ଡାଲି ଦେଇ ଭୋଜନ କରାଅ; ଏହି ନିମନ୍ତେ ତାହାର ନାମ ଇଦୋମ୍ (ରଙ୍ଗା) ଖ୍ୟାତ ହେଲା। Viz kapitolaଓଡିଆ ବାଇବେଲ30 ତହୁଁ ସେ ଯାକୁବକୁ କହିଲା, “ମୁଁ କ୍ଳାନ୍ତ ହୋଇଅଛି, ବିନୟ କରେ, ସେହି ରଙ୍ଗା ଡାଲି ଦେଇ ଭୋଜନ କରାଅ,” ଏହି ନିମନ୍ତେ ତାହାର ନାମ ଇଦୋମ୍ (ରଙ୍ଗା) ଖ୍ୟାତ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ତହୁଁ ସେ ଯାକୁବକୁ କହିଲା, “ମୁଁ କ୍ଳାନ୍ତ ହୋଇଅଛି, ବିନୟ କରେ, ସେହି ରଙ୍ଗା ଡାଲି ଦେଇ ଭୋଜନ କରାଅ,” ଏହି ନିମନ୍ତେ ତାହାର ନାମ ଇଦୋମ୍ (ରଙ୍ଗା) ଖ୍ୟାତ ହେଲା। Viz kapitola |