ଆଦି ପୁସ୍ତକ 25:32 - ପବିତ୍ର ବାଇବଲ32 ଏଷୌ ଉତ୍ତର ଦେଲେ, “ଦେଖ ମୁଁ ମଲା ପରି, ଜ୍ୟେଷ୍ଠାଧିକାରରେ ମୋର କି ଲାଭ? ତେଣୁ ମୁଁ ଏହା ତୁମ୍ଭକୁ ଦେବି।” Viz kapitolaପବିତ୍ର ବାଇବଲ (Re-edited) - (BSI)32 ଏଷୌ ଉତ୍ତର କଲା, ଦେଖ, ମୁଁ ମଲା ପରି, ଜ୍ୟେଷ୍ଠାଧିକାରରେ ମୋର କି ଲାଭ? Viz kapitolaଓଡିଆ ବାଇବେଲ32 ଏଷୌ ଉତ୍ତର କଲା, “ଦେଖ, ମୁଁ ମଲା ପରି, ଜ୍ୟେଷ୍ଠାଧିକାରରେ ମୋର କି ଲାଭ ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଏଷୌ ଉତ୍ତର କଲା, “ଦେଖ, ମୁଁ ମଲା ପରି, ଜ୍ୟେଷ୍ଠାଧିକାରରେ ମୋର କି ଲାଭ?” Viz kapitola |