Online Bible

- Reklamy -




ଆଦି ପୁସ୍ତକ 25:33 - ପବିତ୍ର ବାଇବଲ

33 କିନ୍ତୁ ଯାକୁବ କହିଲେ, “ପ୍ରଥମେ ତୁମ୍ଭେ ମୋତେ ଦେବା ପାଇଁ ପ୍ରତିଜ୍ଞା କର।” ତେଣୁ ସେ ପ୍ରତିଜ୍ଞା କଲେ। ଏବଂ ତାଙ୍କର ଜ୍ୟେଷ୍ଠତା ତାଙ୍କୁ ଦେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

33 ଯାକୁବ କହିଲା, ତୁମ୍ଭେ ଆଜି ମୋʼ ନିକଟରେ ଶପଥ କର; ତହିଁରେ ସେ ତାହା ନିକଟରେ ଶପଥ କଲା; ଏହିରୂପେ ସେ ଆପଣା ଜ୍ୟେଷ୍ଠାଧିକାର ଯାକୁବକୁ ବିକ୍ରୟ କରିଦେଲା।

Viz kapitola kopírovat

ଓଡିଆ ବାଇବେଲ

33 ଯାକୁବ କହିଲା, “ତୁମ୍ଭେ ଆଜି ମୋ’ ନିକଟରେ ଶପଥ କର,” ତହିଁରେ ସେ ତାହା ନିକଟରେ ଶପଥ କଲା। ଏହିରୂପେ ସେ ଆପଣା ଜ୍ୟେଷ୍ଠାଧିକାର ଯାକୁବକୁ ବିକ୍ରୟ କରିଦେଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ଯାକୁବ କହିଲା, “ତୁମ୍ଭେ ଆଜି ମୋʼ ନିକଟରେ ଶପଥ କର,” ତହିଁରେ ସେ ତାହା ନିକଟରେ ଶପଥ କଲା। ଏହିରୂପେ ସେ ଆପଣା ଜ୍ୟେଷ୍ଠାଧିକାର ଯାକୁବକୁ ବିକ୍ରୟ କରିଦେଲା।

Viz kapitola kopírovat




ଆଦି ପୁସ୍ତକ 25:33

Následuj nás:

Reklamy


Reklamy