Online Bible

- Reklamy -




ଆଦି ପୁସ୍ତକ 25:9 - ପବିତ୍ର ବାଇବଲ

9 ତାଙ୍କର ପୁତ୍ର ଇ‌ସ୍‌ହାକ ଓ ଇଶ୍ମାଏଲ ମମ୍ରିର ନିକଟରେ ହେତୀୟ ସୋହରର ପୁତ୍ର ଇଫ୍ରୋଣର କ୍ଷେତ୍ରସ୍ଥିତ ମ‌କ୍‌ପେଲା ନାମକ ଗୁହାରେ ତାହାଙ୍କୁ କବର ଦେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ଆଉ ତାଙ୍କର ପୁତ୍ର ଇସ୍‍ହାକ ଓ ଇଶ୍ମାଏଲ ମମ୍ରିର ସମ୍ମୁଖରେ ହେତୀୟ ସୋହରର ପୁତ୍ର ଇଫ୍ରୋଣର କ୍ଷେତ୍ରସ୍ଥିତ ମକ୍ପେଲା ନାମକ ଗୁହାରେ ତାଙ୍କୁ କବର ଦେଲେ।

Viz kapitola kopírovat

ଓଡିଆ ବାଇବେଲ

9 ଆଉ ତାଙ୍କର ପୁତ୍ର ଇସ୍‍ହାକ ଓ ଇଶ୍ମାୟେଲ ମମ୍ରିର ସମ୍ମୁଖରେ ହିତ୍ତୀୟ ସୋହରର ପୁତ୍ର ଇଫ୍ରୋଣର କ୍ଷେତ୍ରସ୍ଥିତ ମକ୍‍ପେଲା ନାମକ ଗୁହାରେ ତାଙ୍କୁ କବର ଦେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆଉ ତାଙ୍କର ପୁତ୍ର ଇସ୍‌ହାକ ଓ ଇଶ୍ମାୟେଲ ମମ୍ରିର ସମ୍ମୁଖରେ ହିତ୍ତୀୟ ସୋହରର ପୁତ୍ର ଇଫ୍ରୋଣର କ୍ଷେତ୍ରସ୍ଥିତ ମକ୍‍ପେଲା ନାମକ ଗୁହାରେ ତାଙ୍କୁ କବର ଦେଲେ।

Viz kapitola kopírovat




ଆଦି ପୁସ୍ତକ 25:9

Následuj nás:

Reklamy


Reklamy