ଆଦି ପୁସ୍ତକ 26:1 - ପବିତ୍ର ବାଇବଲ1 ଥରେ ଅବ୍ରହାମଙ୍କର ସମୟରେ ଦୁର୍ଭିକ୍ଷ ହୋଇଥିଲା। ସେହି ଦେଶରେ ଆଉ ସେହିଭଳି ଏକ ଦୁର୍ଭିକ୍ଷ ଦେଖାଦେବାରୁ ଇସ୍ହାକ ଗରାରରେ ପଲେଷ୍ଟୀୟମାନଙ୍କ ରାଜା ଅବିମେଲକ ନିକଟକୁ ଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ପୂର୍ବେ ଅବ୍ରହାମଙ୍କର, ବର୍ତ୍ତମାନ ସମୟରେ ଯେରୂପ ଦୁର୍ଭିକ୍ଷ ହୋଇଥିଲା, ସେହି ଦେଶରେ ଆଉ ଥରେ ସେରୂପ ଦୁର୍ଭିକ୍ଷ ଉପସ୍ଥିତ ହୁଅନ୍ତେ, ଇସ୍ହାକ ଗରାରରେ ପଲେଷ୍ଟୀୟମାନଙ୍କ ରାଜା ଅବିମେଲକ ନିକଟକୁଗଲେ। Viz kapitolaଓଡିଆ ବାଇବେଲ1 ପୂର୍ବେ ଅବ୍ରହାମଙ୍କର, ବର୍ତ୍ତମାନ ସମୟରେ ଯେରୂପ ଦୁର୍ଭିକ୍ଷ ହୋଇଥିଲା, ସେହି ଦେଶରେ ଆଉ ଥରେ ସେରୂପ ଦୁର୍ଭିକ୍ଷ ଉପସ୍ଥିତ ହୁଅନ୍ତେ, ଇସ୍ହାକ ଗରାରରେ ପଲେଷ୍ଟୀୟମାନଙ୍କ ରାଜା ଅବିମେଲକ ନିକଟକୁ ଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପୂର୍ବେ ଅବ୍ରହାମଙ୍କର, ବର୍ତ୍ତମାନ ସମୟରେ ଯେରୂପ ଦୁର୍ଭିକ୍ଷ ହୋଇଥିଲା, ସେହି ଦେଶରେ ଆଉ ଥରେ ସେରୂପ ଦୁର୍ଭିକ୍ଷ ଉପସ୍ଥିତ ହୁଅନ୍ତେ, ଇସ୍ହାକ ଗରାରରେ ପଲେଷ୍ଟୀୟମାନଙ୍କ ରାଜା ଅବିମେଲକ ନିକଟକୁ ଗଲେ। Viz kapitola |