Online Bible

- Reklamy -




ଆଦି ପୁସ୍ତକ 26:12 - ପବିତ୍ର ବାଇବଲ

12 ଏହା ପରେ ଇ‌ସ୍‌ହାକ ସେହି ଦେଶରେ କୃଷିକର୍ମ କରି ସେହି ବର୍ଷ ଯାହା ଲଗାଇ ଥିଲେ, ସବୁ ଅମଳ କଲେ। କାରଣ ସଦାପ୍ରଭୁ ତାଙ୍କୁ ଆଶୀର୍ବାଦ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

12 ଅନନ୍ତର ଇସ୍‍ହାକ ସେହି ଦେଶରେ କୃଷିକର୍ମ କରି ସେହି ବର୍ଷ ଶହେ ଗୁଣ ଲାଭ କଲେ; ପୁଣି ସଦାପ୍ରଭୁ ତାଙ୍କୁ ଆଶୀର୍ବାଦ କଲେ।

Viz kapitola kopírovat

ଓଡିଆ ବାଇବେଲ

12 ଏଥିଉତ୍ତାରେ ଇସ୍‍ହାକ ସେହି ଦେଶରେ କୃଷିକର୍ମ କରି ସେହି ବର୍ଷ ଶହେ ଗୁଣ ଲାଭ କଲେ; ପୁଣି, ସଦାପ୍ରଭୁ ତାଙ୍କୁ ଆଶୀର୍ବାଦ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏଥିଉତ୍ତାରେ ଇସ୍‌ହାକ ସେହି ଦେଶରେ କୃଷିକର୍ମ କରି ସେହି ବର୍ଷ ଶହେ ଗୁଣ ଲାଭ କଲେ; ପୁଣି, ସଦାପ୍ରଭୁ ତାଙ୍କୁ ଆଶୀର୍ବାଦ କଲେ।

Viz kapitola kopírovat




ଆଦି ପୁସ୍ତକ 26:12

Následuj nás:

Reklamy


Reklamy