ଆଦି ପୁସ୍ତକ 26:18 - ପବିତ୍ର ବାଇବଲ18 ଇସ୍ହାକ ପୂନର୍ବାର ସେହି କୂପମାନ ଖୋଳାଇଲେ, ଯାହା ପଲେଷ୍ଟୀୟଙ୍କ ଦ୍ୱାରା ପୋତା ଯାଇଥିଲା। ଯେଉଁ କୂପଗୁଡ଼ିକ ତାଙ୍କ ପିତା ବଞ୍ଚିଥିଲା ବେଳେ ଖୋଳା ଯାଇଥିଲା। ସେ ସେହି ନାମ ବ୍ୟବହାର କଲେ, ଯାହା ତାଙ୍କ ପିତା ବ୍ୟବହାର କରିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ପୁଣି ଆପଣା ପିତା ଅବ୍ରହାମଙ୍କର ବର୍ତ୍ତମାନ ସମୟରେ ଖୋଦିତ ଯେଉଁ ଯେଉଁ ସଜଳ କୂପ ଅବ୍ରହାମଙ୍କ ମୃତ୍ୟୁ ଉତ୍ତାରେ ପଲେଷ୍ଟୀୟମାନେ ପୋତି ପକାଇଥିଲେ, ସେ ସମସ୍ତ ଇସ୍ହାକ ପୁନର୍ବାର ଖୋଳି ଆପଣା ପିତୃଦତ୍ତ ନାମ ପୁନରପି ରଖିଲେ। Viz kapitolaଓଡିଆ ବାଇବେଲ18 ପୁଣି, ଆପଣା ପିତା ଅବ୍ରହାମଙ୍କର ବର୍ତ୍ତମାନ ସମୟରେ ଖୋଦିତ ଯେଉଁ ଯେଉଁ ସଜଳ କୂପ ଅବ୍ରହାମଙ୍କ ମୃତ୍ୟୁୁ ଉତ୍ତାରେ ପଲେଷ୍ଟୀୟମାନେ ପୋତି ପକାଇଥିଲେ, ସେହି ସମସ୍ତ ଇସ୍ହାକ ପୁନର୍ବାର ଖୋଳି ଆପଣା ପିତୃଦତ୍ତ ନାମ ପୁନରପି ରଖିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି, ଆପଣା ପିତା ଅବ୍ରହାମଙ୍କର ବର୍ତ୍ତମାନ ସମୟରେ ଖୋଦିତ ଯେଉଁ ଯେଉଁ ସଜଳ କୂପ ଅବ୍ରହାମଙ୍କ ମୃତ୍ୟୁୁ ଉତ୍ତାରେ ପଲେଷ୍ଟୀୟମାନେ ପୋତି ପକାଇଥିଲେ, ସେହି ସମସ୍ତ ଇସ୍ହାକ ପୁନର୍ବାର ଖୋଳି ଆପଣା ପିତୃଦତ୍ତ ନାମ ପୁନରପି ରଖିଲେ। Viz kapitola |