ଆଦି ପୁସ୍ତକ 26:21 - ପବିତ୍ର ବାଇବଲ21 ଏହା ପରେ ଇସ୍ହାକଙ୍କର ଦାସମାନେ ଆଉ ଏକ କୂପ ଖୋଳନ୍ତେ ସେଠାକାର ଲୋକମାନେ ତା’ ପାଇଁ ମଧ୍ୟ ବିବାଦ କଲେ। ତହିଁରେ ଇସ୍ହାକ ତହିଁର ନାମ ସିଟନା ରଖିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ଅନନ୍ତର ତାଙ୍କର ଦାସମାନେ ଆଉ ଏକ କୂପ ଖୋଳନ୍ତେ, ସେମାନେ ତହିଁ ପାଇଁ ମଧ୍ୟ ବିବାଦ କଲେ; ତହୁଁ ଇସ୍ହାକ ତହିଁର ନାମ ସିଟ୍ନା (ଶତ୍ରୁତା) ରଖିଲେ। Viz kapitolaଓଡିଆ ବାଇବେଲ21 ଏଥିଉତ୍ତାରେ ତାଙ୍କର ଦାସମାନେ ଆଉ ଏକ କୂପ ଖୋଳନ୍ତେ, ସେମାନେ ତହିଁ ପାଇଁ ମଧ୍ୟ ବିବାଦ କଲେ; ତହୁଁ ଇସ୍ହାକ ତହିଁର ନାମ ସିଟ୍ନା (ଶତ୍ରୁତା) ରଖିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏଥିଉତ୍ତାରେ ତାଙ୍କର ଦାସମାନେ ଆଉ ଏକ କୂପ ଖୋଳନ୍ତେ, ସେମାନେ ତହିଁ ପାଇଁ ମଧ୍ୟ ବିବାଦ କଲେ; ତହୁଁ ଇସ୍ହାକ ତହିଁର ନାମ “ସିଟ୍ନା” (ଶତ୍ରୁତା) ରଖିଲେ। Viz kapitola |