ଆଦି ପୁସ୍ତକ 26:24 - ପବିତ୍ର ବାଇବଲ24 ସେହି ରାତ୍ରିରେ ସଦାପ୍ରଭୁ ଇସ୍ହାକଙ୍କୁ କହିଲେ, “ମୁଁ ତୁମ୍ଭର ପିତା ଅବ୍ରହାମଙ୍କର ପରମେଶ୍ୱର। ଭୟ କର ନାହିଁ, ମୁଁ ତୁମ୍ଭ ସହିତ ଅଛି। ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ବଂଶ ବୃଦ୍ଧି କରିବି।” Viz kapitolaପବିତ୍ର ବାଇବଲ (Re-edited) - (BSI)24 ସେହି ରାତ୍ରରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, ଆମ୍ଭେ ତୁମ୍ଭ ପିତା ଅବ୍ରହାମର ପରମେଶ୍ଵର ଅଟୁ; ଭୟ କର ନାହିଁ, କାରଣ ଆମ୍ଭେ ଆପଣା ଦାସ ଅବ୍ରହାମ ଲାଗି ତୁମ୍ଭର ସହାୟ ଅଟୁ ଓ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ବଂଶ ବୃଦ୍ଧି କରିବା। Viz kapitolaଓଡିଆ ବାଇବେଲ24 ସେହି ରାତ୍ରରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ତୁମ୍ଭ ପିତା ଅବ୍ରହାମର ପରମେଶ୍ୱର ଅଟୁ; ଭୟ କର ନାହିଁ, କାରଣ ଆମ୍ଭେ ଆପଣା ଦାସ ଅବ୍ରହାମ ସକାଶୁ ତୁମ୍ଭର ସହାୟ ଅଟୁ ଓ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ବଂଶ ବୃଦ୍ଧି କରିବା।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ସେହି ରାତ୍ରରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ତୁମ୍ଭ ପିତା ଅବ୍ରହାମର ପରମେଶ୍ୱର ଅଟୁ; ଭୟ କର ନାହିଁ, କାରଣ ଆମ୍ଭେ ଆପଣା ଦାସ ଅବ୍ରହାମ ସକାଶୁ ତୁମ୍ଭର ସହାୟ ଅଟୁ ଓ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ବଂଶ ବୃଦ୍ଧି କରିବା।” Viz kapitola |