Online Bible

- Reklamy -




ଆଦି ପୁସ୍ତକ 26:27 - ପବିତ୍ର ବାଇବଲ

27 ଇ‌ସ୍‌ହାକ ପଗ୍ଭରିଲେ, “ମୋତେ ଦେଖିବାକୁ କାହିଁକି ଆସିଛ? ପୂର୍ବରୁ ମୋ’ ସହିତ ବନ୍ଧୁତା ରଖି ନ ଥିଲ। ଏପରିକି ତୁମ୍ଭେ ମୋତେ ତୁମ୍ଭ ଦେଶରୁ ଜୋ‌ର୍‌କରି ବିଦା କରିଥିଲ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ତହିଁରେ ଇସ୍‍ହାକ ସେମାନଙ୍କୁ କହିଲେ, ତୁମ୍ଭେମାନେ ତ ମୋତେ ଘୃଣା କରୁଅଛ, ପୁଣି ଆପଣାମାନଙ୍କ ମଧ୍ୟରୁ ମୋତେ ଦୂର କରି ଦେଇଥିଲ, ଏବେ ମୋʼ ନିକଟକୁ କି ନିମନ୍ତେ ଆସିଲ?

Viz kapitola kopírovat

ଓଡିଆ ବାଇବେଲ

27 ତହିଁରେ ଇସ୍‍ହାକ ସେମାନଙ୍କୁ କହିଲେ, “ତୁମ୍ଭେମାନେ ତ ମୋତେ ଘୃଣା କରୁଅଛ, ପୁଣି, ଆପଣାମାନଙ୍କ ମଧ୍ୟରୁ ମୋତେ ଦୂର କରି ଦେଇଥିଲ, ଏବେ ମୋ’ ନିକଟକୁ କାହିଁକି ଆସିଅଛ ?”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ତହିଁରେ ଇସ୍‌ହାକ ସେମାନଙ୍କୁ କହିଲେ, “ତୁମ୍ଭେମାନେ ତ ମୋତେ ଘୃଣା କରୁଅଛ, ପୁଣି, ଆପଣାମାନଙ୍କ ମଧ୍ୟରୁ ମୋତେ ଦୂର କରି ଦେଇଥିଲ, ଏବେ ମୋʼ ନିକଟକୁ କାହିଁକି ଆସିଅଛ?”

Viz kapitola kopírovat




ଆଦି ପୁସ୍ତକ 26:27

Následuj nás:

Reklamy


Reklamy