Online Bible

- Reklamy -




ଆଦି ପୁସ୍ତକ 26:28 - ପବିତ୍ର ବାଇବଲ

28 ସେମାନେ ଉତ୍ତର ଦେଲେ, “ବର୍ତ୍ତମାନ ଆମ୍ଭେ ଜାଣିଲୁ ସଦାପ୍ରଭୁ ତୁମ୍ଭ ସହିତ ଅଛନ୍ତି। ଆମ୍ଭେ ଭାବିଲୁ ତୁମ୍ଭ ସହିତ ଏକ ଚୁକ୍ତି କରିବା। ଆମ୍ଭେ ଗ୍ଭହୁଁଛୁ ତୁମ୍ଭେ ଆମ୍ଭ ନିକଟରେ ପ୍ରତିଜ୍ଞା କର।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

28 ତହିଁରେ ସେମାନେ ଉତ୍ତର କଲେ, ସଦାପ୍ରଭୁ ତୁମ୍ଭର ସହାୟ ଅଟନ୍ତି, ଏହା ଆମ୍ଭେମାନେ ସ୍ପଷ୍ଟ ଦେଖିଲୁ; ଏହେତୁ କହିଲୁ, ଆମ୍ଭମାନଙ୍କ ମଧ୍ୟରେ ଗୋଟିଏ ରାଣ ଥାଉ ଓ ଆମ୍ଭମାନଙ୍କ ସହିତ ତୁମ୍ଭର ଏହି ଏକ ନିୟମ ହେଉ;

Viz kapitola kopírovat

ଓଡିଆ ବାଇବେଲ

28 ତହିଁରେ ସେମାନେ ଉତ୍ତର କଲେ, “ସଦାପ୍ରଭୁ ତୁମ୍ଭର ସହାୟ ଅଟନ୍ତି, ଏହା ଆମ୍ଭେମାନେ ସ୍ପଷ୍ଟ ଦେଖିଲୁ; ଏହେତୁ କହିଲୁ, ଆମ୍ଭମାନଙ୍କ ମଧ୍ୟରେ ଗୋଟିଏ ରାଣ ଥାଉ ଓ ଆମ୍ଭମାନଙ୍କ ସହିତ ତୁମ୍ଭର ଏହି ଏକ ନିୟମ ହେଉ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ତହିଁରେ ସେମାନେ ଉତ୍ତର କଲେ, “ସଦାପ୍ରଭୁ ତୁମ୍ଭର ସହାୟ ଅଟନ୍ତି, ଏହା ଆମ୍ଭେମାନେ ସ୍ପଷ୍ଟ ଦେଖିଲୁ; ଏହେତୁ କହିଲୁ, ଆମ୍ଭମାନଙ୍କ ମଧ୍ୟରେ ଗୋଟିଏ ରାଣ ଥାଉ ଓ ଆମ୍ଭମାନଙ୍କ ସହିତ ତୁମ୍ଭର ଏହି ଏକ ନିୟମ ହେଉ;

Viz kapitola kopírovat




ଆଦି ପୁସ୍ତକ 26:28

Následuj nás:

Reklamy


Reklamy