ଆଦି ପୁସ୍ତକ 26:31 - ପବିତ୍ର ବାଇବଲ31 ପରଦିନ ପ୍ରତ୍ୟୁଷରୁ ପ୍ରତ୍ୟେକ ଲୋକ ଶପଥ ଓ ପ୍ରତିଜ୍ଞା କଲେ। ଏହା ପରେ ସେମାନେ ଶାନ୍ତିରେ ଫେରିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)31 ଅନନ୍ତର ସେମାନେ ଶୀଘ୍ର ପ୍ରଭାତରେ ଉଠି ପରସ୍ପର ଶପଥ କଲେ। ପୁଣି ଇସ୍ହାକ ସେମାନଙ୍କୁ ବିଦାୟ କରନ୍ତେ, ସେମାନେ କୁଶଳରେ ତାଙ୍କ ନିକଟରୁ ପ୍ରସ୍ଥାନ କଲେ। Viz kapitolaଓଡିଆ ବାଇବେଲ31 ଏଥିଉତ୍ତାରେ ସେମାନେ ଶୀଘ୍ର ପ୍ରଭାତରେ ଉଠି ପରସ୍ପର ଶପଥ କଲେ। ପୁଣି, ଇସ୍ହାକ ସେମାନଙ୍କୁ ବିଦାୟ କରନ୍ତେ, ସେମାନେ କୁଶଳରେ ତାଙ୍କ ନିକଟରୁ ପ୍ରସ୍ଥାନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଏଥିଉତ୍ତାରେ ସେମାନେ ଶୀଘ୍ର ପ୍ରଭାତରେ ଉଠି ପରସ୍ପର ଶପଥ କଲେ। ପୁଣି, ଇସ୍ହାକ ସେମାନଙ୍କୁ ବିଦାୟ କରନ୍ତେ, ସେମାନେ କୁଶଳରେ ତାଙ୍କ ନିକଟରୁ ପ୍ରସ୍ଥାନ କଲେ। Viz kapitola |