ଆଦି ପୁସ୍ତକ 26:7 - ପବିତ୍ର ବାଇବଲ7 ତହିଁରେ ସେହି ସ୍ଥାନର ଲୋକମାନେ ତାଙ୍କର ସ୍ତ୍ରୀ ବିଷୟରେ ପଗ୍ଭରନ୍ତେ ସେ କହିଲେ, “ସେ ମୋର ଭଉଣୀ” ସେ ଏହା କହିଲେ, କାରଣ ସେ ରିବିକା ଲାଗି ଭୟ କରୁଥିଲେ। ସେଠାକାର ଲୋକମାନେ ତାଙ୍କୁ ବଧ କରିଥାଆନ୍ତେ, କାରଣ ସେ ବହୁତ ସୁନ୍ଦରୀ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ତହିଁରେ ସେହି ସ୍ଥାନର ଲୋକମାନେ ତାଙ୍କର ଭାର୍ଯ୍ୟା ବିଷୟରେ ପଚାରନ୍ତେ, ସେ କହିଲେ, ସେ ମୋହର ଭଗିନୀ; ଯେହେତୁ ସେହି ସ୍ଥାନର ଲୋକମାନେ ରିବିକା ଲାଗି ମୋତେ ଅବା ବଧ କରିବେ, ଏହା ଭାବି ସେ ତାହାକୁ ଆପଣାର ଭାର୍ଯ୍ୟା ବୋଲି କହିବାକୁ ଭୟ କଲେ; ଯେହେତୁ ସେ ପରମସୁନ୍ଦରୀ ଥିଲା। Viz kapitolaଓଡିଆ ବାଇବେଲ7 ତହିଁରେ ସେହି ସ୍ଥାନର ଲୋକମାନେ ତାଙ୍କର ଭାର୍ଯ୍ୟା ବିଷୟରେ ପଚାରନ୍ତେ, ସେ କହିଲେ, “ସେ ମୋହର ଭଗିନୀ,” ଯେହେତୁ ସେହି ସ୍ଥାନର ଲୋକମାନେ ରିବିକା ଲାଗି ମୋତେ ଅବା ବଧ କରିବେ, ଏହା ଭାବି ସେ ତାହାକୁ ଆପଣାର ଭାର୍ଯ୍ୟା ବୋଲି କହିବାକୁ ଭୟ କଲେ; ଯେହେତୁ ସେ ପରମସୁନ୍ଦରୀ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତହିଁରେ ସେହି ସ୍ଥାନର ଲୋକମାନେ ତାଙ୍କର ଭାର୍ଯ୍ୟା ବିଷୟରେ ପଚାରନ୍ତେ, ସେ କହିଲେ, “ସେ ମୋହର ଭଗିନୀ,” ଯେହେତୁ ସେହି ସ୍ଥାନର ଲୋକମାନେ ରିବିକା ଲାଗି ମୋତେ ଅବା ବଧ କରିବେ, ଏହା ଭାବି ସେ ତାହାକୁ ଆପଣାର ଭାର୍ଯ୍ୟା ବୋଲି କହିବାକୁ ଭୟ କଲେ; ଯେହେତୁ ସେ ପରମସୁନ୍ଦରୀ ଥିଲା। Viz kapitola |