ଆଦି ପୁସ୍ତକ 26:8 - ପବିତ୍ର ବାଇବଲ8 ଇସ୍ହାକ ସେଠାରେ ବହୁ ଦିନ ବାସ କଲାପରେ ଦିନେ ପଲେଷ୍ଟୀୟ ରାଜା ଅବିମେଲକ ଝରକା ଦେଇ ଇସ୍ହାକ ଓ ତାଙ୍କର ସ୍ତ୍ରୀକୁ କୌତୁକ କରିବାର ଦେଖିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ପୁଣି ସେହି ସ୍ଥାନରେ ବହୁ କାଳ ବାସ କଲା ଉତ୍ତାରେ ଏକ ସମୟରେ ପଲେଷ୍ଟୀୟ ରାଜା ଅବିମେଲକ ଝରକା ବାଟେ ନିରୀକ୍ଷଣ କରି ଇସ୍ହାକଙ୍କୁ ଆପଣା ଭାର୍ଯ୍ୟା ରିବିକା ସହିତ କୌତୁକ କରୁଥିବାର ଦେଖିଲେ। Viz kapitolaଓଡିଆ ବାଇବେଲ8 ପୁଣି, ସେହି ସ୍ଥାନରେ ବହୁ କାଳ ବାସ କଲା ଉତ୍ତାରେ ଏକ ସମୟରେ ପଲେଷ୍ଟୀୟ ରାଜା ଅବିମେଲକ ଝରକା ବାଟେ ନିରୀକ୍ଷଣ କରି ଇସ୍ହାକଙ୍କୁ ଆପଣା ଭାର୍ଯ୍ୟା ରିବିକା ସହିତ କୌତୁକ କରୁଥିବାର ଦେଖିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ସେହି ସ୍ଥାନରେ ବହୁ କାଳ ବାସ କଲା ଉତ୍ତାରେ ଏକ ସମୟରେ ପଲେଷ୍ଟୀୟ ରାଜା ଅବିମେଲକ ଝରକା ବାଟେ ନିରୀକ୍ଷଣ କରି ଇସ୍ହାକଙ୍କୁ ଆପଣା ଭାର୍ଯ୍ୟା ରିବିକା ସହିତ କୌତୁକ କରୁଥିବାର ଦେଖିଲେ। Viz kapitola |