ଆଦି ପୁସ୍ତକ 27:11 - ପବିତ୍ର ବାଇବଲ11 କିନ୍ତୁ ଯାକୁବ ତା'ର ମାତା ରିବିକାକୁ କହିଲେ, “ମୋର ଭାଇ ଏଷୌ ଲୋମଶ ଶରୀର। ମୁଁ ତାଙ୍କ ପରି ଲୋମଶ ନୁହେଁ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ସେତେବେଳେ ଯାକୁବ ଆପଣା ମାତା ରିବିକାକୁ କହିଲା, ଦେଖ, ମୋହର ଭ୍ରାତା ଏଷୌ ଲୋମଶ, ମାତ୍ର ମୁଁ ନିର୍ଲୋମ। Viz kapitolaଓଡିଆ ବାଇବେଲ11 ସେତେବେଳେ ଯାକୁବ ଆପଣା ମାତା ରିବିକାକୁ କହିଲା, “ଦେଖ, ମୋହର ଭ୍ରାତା ଏଷୌ ଲୋମଶ, ମାତ୍ର ମୁଁ ନିର୍ଲୋମ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେତେବେଳେ ଯାକୁବ ଆପଣା ମାତା ରିବିକାକୁ କହିଲା, “ଦେଖ, ମୋହର ଭ୍ରାତା ଏଷୌ ଲୋମଶ, ମାତ୍ର ମୁଁ ନିର୍ଲୋମ। Viz kapitola |