Online Bible

- Reklamy -




ଆଦି ପୁସ୍ତକ 27:19 - ପବିତ୍ର ବାଇବଲ

19 ଯାକୁବ ତାଙ୍କର ପିତାଙ୍କୁ କହିଲେ, “ମୁଁ ଏଷୌ, ତୁମ୍ଭର ପ୍ରଥମ ସନ୍ତାନ ଅଟେ। ତୁମ୍ଭର ବାକ୍ୟ ଅନୁସାରେ ମୁଁ କରିଛି। ବର୍ତ୍ତମାନ ବସି ଶିକାର ମାଂସ ଭୋଜନ କରି ମୋତେ ଆଶୀର୍ବାଦ କର।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ଯାକୁବ ଆପଣା ପିତାଙ୍କୁ କହିଲା, ମୁଁ ଆପଣଙ୍କ ଜ୍ୟେଷ୍ଠ ପୁତ୍ର ଏଷୌ; ଆପଣ ଯାହା ଆଜ୍ଞା କରିଥିଲେ, ମୁଁ ତାହା କଲି; ଏବେ ନିବେଦନ କରୁଅଛି, ଆପଣ ଉଠନ୍ତୁ, ପୁଣି ବସି ମୋହର ମୃଗୟା ମାଂସ ଭୋଜନ କରନ୍ତୁ, ତହିଁ ଉତ୍ତାରୁ ଆପଣଙ୍କ ପ୍ରାଣ ମୋତେ ଆଶୀର୍ବାଦ କରୁ।

Viz kapitola kopírovat

ଓଡିଆ ବାଇବେଲ

19 ଯାକୁବ ଆପଣା ପିତାଙ୍କୁ କହିଲା, “ମୁଁ ଆପଣଙ୍କ ଜ୍ୟେଷ୍ଠ ପୁତ୍ର ଏଷୌ; ଆପଣ ଯାହା ଆଜ୍ଞା କରିଥିଲେ, ମୁଁ ତାହା କରିଅଛି,” ଏବେ ନିବେଦନ କରୁଅଛି, “ଆପଣ ଉଠନ୍ତୁ, ପୁଣି, ବସି ମୋହର ମୃଗୟା ମାଂସ ଭୋଜନ କରନ୍ତୁ, ତହିଁ ଉତ୍ତାରେ ଆପଣ ମୋତେ ଆଶୀର୍ବାଦ କରନ୍ତୁ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଯାକୁବ ଆପଣା ପିତାଙ୍କୁ କହିଲା, “ମୁଁ ଆପଣଙ୍କ ଜ୍ୟେଷ୍ଠ ପୁତ୍ର ଏଷୌ; ଆପଣ ଯାହା ଆଜ୍ଞା କରିଥିଲେ, ମୁଁ ତାହା କରିଅଛି, ଏବେ ନିବେଦନ କରୁଅଛି, ଆପଣ ଉଠନ୍ତୁ, ପୁଣି, ବସି ମୋହର ମୃଗୟା ମାଂସ ଭୋଜନ କରନ୍ତୁ, ତହିଁ ଉତ୍ତାରେ ଆପଣ ମୋତେ ଆଶୀର୍ବାଦ କରନ୍ତୁ।”

Viz kapitola kopírovat




ଆଦି ପୁସ୍ତକ 27:19

Následuj nás:

Reklamy


Reklamy