ଆଦି ପୁସ୍ତକ 27:20 - ପବିତ୍ର ବାଇବଲ20 କିନ୍ତୁ ଇସ୍ହାକ ତାଙ୍କ ପୁତ୍ରଙ୍କୁ କହିଲେ, “ତୁମ୍ଭେ ଏତେ ଶୀଘ୍ର ଶିକାରରୁ କିପରି ଫେରିଲ?” ଯାକୁବ ଉତ୍ତର ଦେଲେ, “କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ମୋତେ ତାହା ଶୀଘ୍ର ଭେଟାଇ ଦେଲେ।” Viz kapitolaପବିତ୍ର ବାଇବଲ (Re-edited) - (BSI)20 ତହିଁରେ ଇସ୍ହାକ ଆପଣା ପୁତ୍ରକୁ କହିଲେ, ପୁତ୍ର, ତୁମ୍ଭେ ଏତେ ଶୀଘ୍ର ତାହା କିପରି ପାଇଲ? ସେ କହିଲା, ଆପଣଙ୍କ ସଦାପ୍ରଭୁ ପରମେଶ୍ଵର ମୋତେ ତାହା ଭେଟାଇ ଦେଲେ। Viz kapitolaଓଡିଆ ବାଇବେଲ20 ତହିଁରେ ଇସ୍ହାକ ଆପଣା ପୁତ୍ରକୁ କହିଲେ, “ପୁତ୍ର, ତୁମ୍ଭେ ଏତେ ଶୀଘ୍ର ତାହା କିପରି ପାଇଲ ?” ସେ କହିଲା, “ଆପଣଙ୍କ ସଦାପ୍ରଭୁ ପରମେଶ୍ୱର ମୋତେ ତାହା ଭେଟାଇ ଦେଲେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତହିଁରେ ଇସ୍ହାକ ଆପଣା ପୁତ୍ରକୁ କହିଲେ, “ପୁତ୍ର, ତୁମ୍ଭେ ଏତେ ଶୀଘ୍ର ତାହା କିପରି ପାଇଲ?” ସେ କହିଲା, “ଆପଣଙ୍କ ସଦାପ୍ରଭୁ ପରମେଶ୍ୱର ମୋତେ ତାହା ଭେଟାଇ ଦେଲେ।” Viz kapitola |