ଆଦି ପୁସ୍ତକ 27:21 - ପବିତ୍ର ବାଇବଲ21 ଏହା ପରେ ଇସ୍ହାକ ଯାକୁବକୁ କହିଲେ, “ପୁତ୍ର, ମୋର ପାଖକୁ ଆସ ତେବେ ମୁଁ ଜାଣି ପାରିବି। ଯଦି ମୁଁ ତୁମ୍ଭକୁ ସ୍ପର୍ଶ କରେ ତେବେ ମୁଁ ଜାଣି ପାରିବି ଯେ ତୁମ୍ଭେ ମୋର ପୁତ୍ର ଏଷୌ କି ନୁହେଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)21 ଇସ୍ହାକ ଯାକୁବକୁ ଆହୁରି କହିଲେ, ପୁତ୍ର, ମୋʼ ପାଖକୁ ଆସ, ତୁମ୍ଭେ ପ୍ରକୃତରେ ମୋହର ପୁତ୍ର ଏଷୌ କି ନାହିଁ, ତୁମ୍ଭକୁ ସ୍ପର୍ଶ କରି ଜାଣିବି। Viz kapitolaଓଡିଆ ବାଇବେଲ21 ଇସ୍ହାକ ଯାକୁବଙ୍କୁ ଆହୁରି କହିଲେ, “ପୁତ୍ର, ମୋ’ ପାଖକୁ ଆସ, ତୁମ୍ଭେ ପ୍ରକୃତରେ ମୋହର ପୁତ୍ର ଏଷୌ କି ନାହିଁ, ତୁମ୍ଭକୁ ସ୍ପର୍ଶ କରି ଜାଣିବି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଇସ୍ହାକ ଯାକୁବଙ୍କୁ ଆହୁରି କହିଲେ, “ପୁତ୍ର, ମୋʼ ପାଖକୁ ଆସ, ତୁମ୍ଭେ ପ୍ରକୃତରେ ମୋହର ପୁତ୍ର ଏଷୌ କି ନାହିଁ, ତୁମ୍ଭକୁ ସ୍ପର୍ଶ କରି ଜାଣିବି।” Viz kapitola |